କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ କରିଛନ୍ତି।…

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱ…

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ କୋର୍ଟ…

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ…

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ ସ୍ଥାନୀୟ…

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ…

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି…

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା ଶିବମନ୍ଦିର…

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି କ୍ରମରେ…

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି ।…