ମହମ୍ମଦ ମୋକିମଙ୍କୁ ବଡ଼ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୋମବାର ବଡ଼ ଆଶ୍ୱସ୍ତି ମିଳିଛି। ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମଙ୍କ ବିଜୟକୁ ଓଡ଼ିଶା…

ମୁମ୍ବାଇର ଅଧିନାୟକ ଉପରେ ମୁହଁ ଖୋଲିଲେ ପାଣ୍ଡ୍ୟା, କହିଲେ ରୋହିତ ହେଉଛନ୍ତି…

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ହାର୍ଦ୍ଦିକ ମୁମ୍ବାଇର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେଇଥିଲେ। ବର୍ତ୍ତମାନ ହାର୍ଦ୍ଦିକ…

୪ ମାସର ନାତିକୁ ୨୪୦ କୋଟିରୁ ଅଧିକ ଟଙ୍କାର ଉପହାର ଦେଲେ ଇନଫୋସିସ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୧୮।୩: ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର ଦେଇଛନ୍ତି।…

ୟୁପି-ବିହାର ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ ୟୁପି-ବିହାର ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଏହି ରାଜ୍ୟଗୁଡିକରେ ମୁକ୍ତ, ନିରପେକ୍ଷ…

ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ

ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ…

ସିଏସ୍‌କେ-ଆରସିବି ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ: ଜାଣନ୍ତୁ କେଉଁଠି ଆଉ କେତେ ଟଙ୍କାରେ କରିପାରିବେ ବୁକିଂ

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ…

ବଜ୍ରପାତରେ ଘର ସହ ଜୀବନ୍ତ ଜଳିଗଲେ ବିଟେକ୍‌ ଛାତ୍ର

ବାଲେଶ୍ୱର,୧୮।୩(ପ୍ରଦୀପ ଦାସ): ନଡ଼ାଛପର ଘରେ ଜୀବନ୍ତ ଜଳିଗଲେ ଯୁବକ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇରେ । ନିକଟସ୍ଥ ଚିଙ୍ଗୁଡି ଘେରିକୁ ଯାଉଥିବା ବେଳେ କାଳବୈଶାଖୀ…

ସବୁ ଦଳର ପ୍ରାର୍ଥୀ ତାଲିକା ଘୋଷଣା ଉପରେ ରହିଛି ନଜର

ଭୁବନେଶ୍ୱର,୧୮ା୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ସାଙ୍ଗକୁ ଆଦର୍ଶ ଆଚରଣବିଧି ଲାଗୁ ହୋଇସାରିଛି। ଆସନ୍ତା ଏପ୍ରିଲ ୧୯ରୁ ଦେଶର ପ୍ରଥମ ପର୍ଯ୍ୟାୟରେ…

ଉଦ୍ୟୋଗୀ ହେବା ପାଇଁ ନିରନ୍ତର ଉଦ୍ୟମ ଲୋଡ଼ା

ଗଞ୍ଜାମର ଗ୍ରାମାଞ୍ଚଳରୁ ଜୀବନ ଆରମ୍ଭକରି ଗ୍ରାମ୍ୟ ପରିବେଶରେ ମାଧ୍ୟମିକ ଶିକ୍ଷା ଶେଷ କରିଥିଲେ। ଅତି ନିକଟରୁ କ୍ଷୁଦ୍ର ବ୍ୟବସାୟ ମାଧ୍ୟମରେ ପରିଚାଳନାଗତ ଦକ୍ଷତା ଆହରଣ କରିପାରିଥିଲେ। ମାତ୍ର…

୨୪ ଘଣ୍ଟିଆ ଚକାବନ୍ଦ ଆନ୍ଦୋଳନ: ରାଜପଥରେ ଅଟକି ରହିଛି ଶହଶହ ଗାଡି

ପାଟଣା,୧୮।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ସୋମବାର ଓଏମ୍‌ସି ଶୁଆକାଟିରୁ ଗୁହାଳଡିହିକୁ ରେଳ ସଂଯୋଗୀକରଣ ଓ ଟ୍ରେନ୍‌ ଯୋଗେ ଲୁହାପଥର ପରିବହନକୁ ବିରୋଧରେ…