ମୋବାଇଲ ରିଚାର୍ଜ ଦାମ୍‌ ବଢାଇଲା ଜିଓ ରିଲାଏନ୍ସ, ୩ ଜୁଲାଇରୁ ହେବ ଲାଗୁ, ଜାଣନ୍ତୁ କେତେ ଟଙ୍କାରେ ମିଳିବ ପ୍ଲାନ୍‌

ନୂଆଦିଲ୍ଲୀ,୨୭।୬: ମୋବାଇଲ ରିଚାର୍ଜ ଶୁଳ୍କ ମହଙ୍ଗା ହୋଇଛି। ଦେଶର ବୃହତ୍ତମ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ମୋବାଇଲ ରିଚାର୍ଜ ଶୁଳ୍କ ବୃଦ୍ଧି କରି ଏକ ନୂତନ…

ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବ ଭାଜପା! ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୨୭।୬: ବିହାରରେ ୨୦୨୫ରେ କାହାର ନେତୃତ୍ୱରେ ବିଧାନସଭା ନିର୍ବାଚନରେ ଏନଡିଏ ପ୍ରତିଦ୍ୱନ୍ଦ୍ୱିତା କରିବ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇସାରିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଚୌବେ…

ସରକାରଙ୍କ ବଡ଼ ଉପହାର, ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କୁ ମିଳିବ ଏହି ଫାଇଦା

ନୂଆଦିଲ୍ଲୀ,୨୭।୬: ଗୁରୁବାର ଉଭୟ ସଂସଦର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଅଭିଭାଷଣ ପ୍ରଦାନ କରିଛନ୍ତି । ଯେଉଁଥିରେ ସେ ମୋଦି ସରକାରଙ୍କ ସଫଳତା ବିଷୟରେ…

ମହାନଦୀ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନକୁ କାଉଣ୍ଟର କଲା ବିଜେଡି

ଭୁବନେଶ୍ୱର,୨୭।୬: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବୟାନକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ…

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ,୨୭।୬: ବରିଷ୍ଠ ଭାଜପା ନେତା ତଥା ଭାରତ ରତ୍ନ ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ…

ବିହାରର ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବ କହିଲେ ଅଶ୍ୱିନୀ ଚୌବେ

ଭାଗଲପୁର,୨୭।୬: ଭାଗଲପୁରରେ ବିହାର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା କିଏ ହେବ ତାହା ଭାଜପା ନେତା ଅଶ୍ୱିନୀ କୁମାର ଚୌବେ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି,…

୨୦୧୮ରୁ ଅନ୍‌ଲାଇନ୍‌ରେ ଅର୍ଡର କରିଛନ୍ତି ଚପଲ, ଏଯାଏ ହୋଇନି ଡେଲିଭରି

ମୁମ୍ବାଇର ଜଣେ ବ୍ୟକ୍ତିଙ୍କ ସହ ଏକ ଅଦ୍ଭୁତ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବ୍ୟକ୍ତି ଜଣକ ୨୦୧୮ରୁ ଅନ୍‌ଲାଇନ୍‌ରେ ଏକ ଚପଲ ଅର୍ଡର କରିଥିଲେ।…

ପ୍ରତିଶୋଧ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ରୋହିତ ବିଗ୍ରେଡ୍‌

ଜର୍ଜଟାଉନ୍‌,୨୬ା୬: ଟି୨୦ କ୍ରିକେଟ ବିଶ୍ୱକପ୍‌ର ସେମିଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଇଂଲଣ୍ଡ। ଗୁଏନାରେ ଖେଳାଯିବାକୁ ଥିବା ସେମିଫାଇନାଲରେ ଇଂଲଣ୍ଡକୁ ହରାଇ ୨୦୨୨ ଟି୨୦ ବିଶ୍ୱକପ୍‌ର ପ୍ରତିଶୋଧ…

ସେମିଫାଇନାଲ ନ ଖେଳି ବିଶ୍ୱକପ୍‌ ଫାଇନାଲ୍‌ ଯିବ ଭାରତ: କାହିଁକି ଏମିତି କହିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ୍‌ ୨୦୨୪ ଆଜି ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ରାତି ୮ଟାରୁ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ ଆଜି ସନ୍ତାନହେତୁକ ଅଶାନ୍ତି, ସୁସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଛି। ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ବହୁତ ଆଲୋଚନା ଶେଷରେ…