ରେକର୍ଡ ସ୍ତରରେ ଏନ୍‌ଏସ୍‌ଇ ନିଫ୍ଟି

ନୂଆଦିଲ୍ଲୀ,୨୭।୬ (ଅଭୟ ଦାଶ): ଘରୋଇ ଶେୟାର ବଜାର କାରବାରରେ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ନୂତନ ରେକର୍ଡ ସହ…

ଚେତା ଥିବା ଅବସ୍ଥାରେ ରୋଗୀଙ୍କ ଅସ୍ତ୍ରୋପଚାର

ଶିକାଗୋ: ସାଧାରଣତଃ ଅପରେଶନ୍‌ ସମୟରେ ରୋଗୀଙ୍କୁ ଚେତାଶୂନ୍ୟ କରାଯାଇଥାଏ। କିନ୍ତୁ ଆମେରିକାର ଶିକାଗୋରେ ଏକ ଅସ୍ତ୍ରୋପଚାର ସମୟରେ ଜନ୍‌ ନିକୋଲସ(୨୮) ନାମକ ଜଣେ ରୋଗୀ ସମ୍ପୂର୍ଣ୍ଣ ଜାଗ୍ରତ…

ହଟିନି ୫-ଟି ବୋର୍ଡ, ପୂର୍ବ ସରକାରଙ୍କ ସଫଳତା ହୋର୍ଡିଂ

ସୋନପୁର,୨୭ା୬(ମୃତ୍ୟୁଞ୍ଜୟ ଶତପଥୀ)ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ୨୪ବର୍ଷର ବିଜେଡି ସରକାରକୁ ହଟାଇ ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିଛି। ଶାସନକୁ ଆସିବା କ୍ଷଣି…

ଜାହାଜରେ ନିର୍ବାସିତ ଭଳି ଦଣ୍ଡ ଭୋଗୁଛନ୍ତି ୨୧ ନାବିକ

ପାରାଦୀପ,୨୭ା୬(ଶରତ ରାଉତ)ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ୨୦୨୩ ନଭେମ୍ବର ୩୦ରେ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ହୋଇଥିଲା। ଏମ୍‌.ଭି. ଦେବୀ ନାମକ ଜାହାଜରେ ଥିବା କ୍ରେନ୍‌…

ଏଣିକି ଥାନାରେ ଅମାନିଆ ପଢ଼ିବେ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୨୭।୬ (ସୂର୍ଯ୍ୟକାନ୍ତ ବେହେରା)ଟ୍ରାଫିକ ନିୟମ ଭଙ୍ଗ କଲେ ଉଲ୍ଲଂଘନକାରୀଙ୍କୁ ଜରିମାନାରେ ଦଣ୍ଡିତ କରାଯାଉଛି। ଏପରିକି କୋର୍ଟରୁ ଜବତ ଗାଡ଼ି ମୁକୁଳାଇବାକୁ ନିର୍ଦ୍ଦେଶ ରହିଛି। ଏହାପରେ ବି ପରିସ୍ଥିତିରେ…

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଅମାନବୀୟ: ଭାଜପା

ଭୁବନେଶ୍ୱର,୨୭ା୬(ଅନିଲ ଦାସ)ପୋଲିସର ନାଲିଆଖି ଦେଖାଇ ଗଣମାଧ୍ୟମ ସଂସ୍ଥା ଓ ସାମ୍ବାଦିକଙ୍କ କଣ୍ଠରୋଧ କରିବା ହେଉଛି ବିଜେଡିର ଚିରାଚରିତ ଅଭ୍ୟାସ। ଗଣମାଧ୍ୟମ ସଂସ୍ଥା ଓ ତାଙ୍କ କର୍ମଚାରୀଙ୍କ ଉପରେ…

ଏଥର ବି ଖାଲି ପଡ଼ିବ ସିଟ୍‌

ଭୁବନେଶ୍ୱର,୨୭।୬(ଅସମାପିକା ସାହୁ)୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ୧,୭୮,୯୭୬ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। କଳାରେ ୧,୦୯,୮୫୪ ଛାତ୍ରୀଛାତ୍ର…

ପୋଲିସ ବର୍ବରତା: ମହିଳାଙ୍କୁ ଘୋଷାରି ମାଡ଼

ଚାନ୍ଦବାଲି,୨୭ା୬ (କିଷାନ ପାତ୍ର)ଚାନ୍ଦବାଲି ପୋଲିସର ବର୍ବରତା ସୀମା ଟପିଛି। ଥାନା ପରିସରରେ ଜଣେ ଦଳିତ ମହିଳାଙ୍କୁ ଘୋଷାରି ଘୋଷାରି ମାଡ଼ ମାରିବା ସହ ତାଙ୍କର ନାବାଳିକା ନଣନ୍ଦଙ୍କୁ…

ଉଇ ଖାଇଗଲାଣି ରଥର ପାର୍ଶ୍ୱ ମୂର୍ତ୍ତି

ପୁରୀ,୨୭।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି। ସେଥିପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ରଥ…

ଟିଟିଲାଗଡରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ ୧୮୩.୮୯ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ,୨୬।୬: ପୂର୍ବ ତଟ ରେଳବାଇର ସମ୍ବଲପୁର ଡିଭିଜନ୍ ଅଧୀନରେ ଥିବା ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବଢୁଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟାନଗରାମ, ଟିଟିଲାଗଡ-ସମ୍ବଲପୁରରେ…