କଂଗ୍ରେସ ଜାରି କଲା ହ୍ବିପ, ଲୋକ ସଭାରେ ସବୁ ଏମପି ଉପସ୍ଥିତ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୬: ସଂସଦର ସ୍ବତନ୍ତ୍ର ଅଧିବେଶନରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ଏ ସମ୍ପର୍କରେ ବିବାଦ ଲାଗି…

ଭାଜପାକୁ ବଡ଼ ଝଟ୍‌କା, ଶରଦ ପାଓ୍ବାରଙ୍କ ପାଖକୁ ଫେରିଲେ…

ନୂଆଦିଲ୍ଲୀ,୨୫।୬:ଭାରତୀୟ ଜନତା ପାର୍ଟିକୁ ବଡ଼ ଝଟ୍‌କା। ଭାଜପା ଛାଡି ଏନସିପି(ଶରଦ ଗୋଷ୍ଠୀ)ରେ ମିଶିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ। କିଛି ଦିନ ତଳେ ଭାଜପା ଛାଡିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୂର୍ଯ୍ୟକାନ୍ତା…

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ, ଭାଜପା ଏମପି କହିଲେ ‘ଜୟ ଶ୍ରୀରାମ’

ନୂଆଦିଲ୍ଲୀ,୨୫।୬: ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ…

ଶାର୍କ ଆକ୍ରମଣରେ ଆଖି ବୁଜିଲେ ଲୋକପ୍ରିୟ ଅଭିନେତା, ଶୋକରେ ବୁଡ଼ିଲା…

ଲଣ୍ଡନ: ଶାର୍କ ଆକ୍ରମଣରେ ଆଖି ବୁଜିଛନ୍ତି ହଲିଉଡ୍‌ ଅଭିନେତା ତମାୟୋ ପେରୀ। ‘ପାଇରେଟ୍‌ସ ଅଫ୍‌ ଦ କ୍ୟାରିବିଆନ୍‌’,‘ବ୍ଲୁ କ୍ରଶ’, ଚାର୍ଲିଜ୍‌ ଆଞ୍ଜେଲ୍ସ’ ଭଳି ଫିଲ୍ମରେ ଅଭିନୟ କରି…

ଐତିହାସିକ ବିଜୟ ପରେ ଆଫଗାନିସ୍ତାନ ସଡ଼କରେ ଜନ ସମୁଦ୍ର

କାବୁଲ,୨୫।୬: ଯାହା ଆଶା କରାଯାଇନଥିଲା ଆଫଗାନିସ୍ତାନ କ୍ରିକେଟ ଟିମ ବିଶ୍ୱରେ ତାହା କରି ଦେଖାଇଲା। ଏହି ଦଳ ଟି -୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି।…

ଏଣିକି ପେପର୍‌ ଲିକ୍‌ କଲେ ଆଜୀବନ କାରାଦଣ୍ଡ ସହ ଲାଗିବ ୧ କୋଟିର ଜରିମାନା! ଯୋଗୀ ସରକାର ଆଣୁଛନ୍ତି କଠୋର ଆଇନ୍‌

ଲକ୍ଷ୍ନୌ,୨୫।୬: ନିକଟରେ ଉତ୍ତରପ୍ରଦେଶରେ କିଛି ପରୀକ୍ଷାର ପେପର୍‌ ଲିକ୍‌ ହୋଇଥିଲା, ଏହାପରେ ଏବେ ଯୋଗୀ ଆଦିତ୍ୟନାଥ ସରକାର ଏହା ବିରୋଧରେ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଖୁବ୍‌ଶୀଘ୍ର…

ମୋଦି ସରକାରଙ୍କ ପାଇଁ ବଢିଲା ଟେନସନ, ବାଚସ୍ପତି ପଦ ପାଇଁ ତୃତୀୟ ପକ୍ଷ ପ୍ରାର୍ଥୀ ଦେବାକୁ ହେଉଛନ୍ତି ସଜବାଜ

ନୂଆଦିଲ୍ଲୀ,୨୫।୬: ୧୮ ତମ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଯାଇଛି। ଆରମ୍ଭ ଦିନରୁ ହିଁ ବିରୋଧୀ ଓ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ସ୍ବାଧୀନ…

ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୫।୬: ବିଜେଡି ନେନତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀ ବଡ଼ ସୂଚନା ଦେଇଛନ୍ତି। ଜିଏ ଅଧିକାରୀ କହିଛନ୍ତି, ନିର୍ମାଣ ପାଇଁ ଅନୁମତି…

ବିସମିଲ୍ଲାରୁ ଶପଥ ଗ୍ରହଣ ଆରମ୍ଭ କରି, ଯିବା ବେଳକୁ କହିଲେ ‘ଜୟ ପାଲେଷ୍ଟାଇନ’

ନୂଆଦିଲ୍ଲୀ,୨୫।୬:ହାଇଦ୍ରାବାଦର ଏମପି ତଥା ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ୧୮ ତମ ଲୋକ ସଭା କାର୍ଯ୍ୟକାଳର ଦ୍ୱିତୀୟ ଦିନରେ ଏମପି ଭାବେ ଶପଥ ନେଇଛନ୍ତି। ଶପଥ ଗ୍ରହଣ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି…