ଟୁଇଟ୍ ଡିଲିଟ କଲେ ମନମୋହନ, ଚୁପ୍ ରହିଲା ବିଜେଡି, ପୁଣି ବଢ଼ିଲା ମେଣ୍ଟ ସମ୍ଭାବନା

ଭୁବନେଶ୍ୱର,୧୪।୩: ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ମେଣ୍ଟ ଖବର ଆହୁରି ଘନୀଭୂତ ହୋଇଛି। ଗୁରୁବାର ନବୀନ ନିବାସରେ ବିଜେଡି…

ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା, ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୩: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କ୍ୟୁରେଟିଭ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଗତ ବର୍ଷ ଅକ୍ଟୋବର ୩୦ରେ, ମଦ ଦୁର୍ନୀତି ମାମଲାରେ ସିସୋଡିଆଙ୍କୁ ଜାମିନ…

ମାର୍ଚ୍ଚ ୧୫ରୁ ହେବ ମାଟ୍ରିକ ଖାତାଦେଖା

କଟକ,୧୪ା୨(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରାୟ…

ଗତ ୧୦ ବର୍ଷରେ ମୋଦି ଅସମ୍ଭବକୁ ସମ୍ଭବ କରିଛନ୍ତି, ତୃତୀୟ ପାଳି ବି ନିଶ୍ଚିତ: ଶାହା

ନୂଆଦିଲ୍ଲୀ,୧୪।୩: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକାଳର ପ୍ରମୁଖ ନିଷ୍ପତ୍ତିକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିୀ ଅସମ୍ଭବ ମନେହେଉଥିବା ସମସ୍ତ କାର୍ଯ୍ୟ…

ମମତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଫଟୋ ଦେଖି ବିଚଳିତ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର (ମାର୍ଚ୍ଚ ୧୪) ଗୁରୁତର ଆହତ ହୋଇଛନ୍ତି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ହସପିଟାଲରେ ଭର୍ତ୍ତି ହୋଇଥିବା…

ସମଗ୍ର ଭାରତରେ ପେଟ୍ରୋଲ, ଡିଜେଲ ମୂଲ୍ୟ ୨ ଟଙ୍କା କମାଇଲେ ସରକାର

ନୂଆଦିଲ୍ଲୀ,୧୪।୩: ଲୋକସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ପୂର୍ବରୁ ଭାରତ ସରକାର ଗୁରୁବାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି।ସମ୍ପ୍ରତି ତରଳ…

ଗ୍ରାମ୍ୟ ସାଧନ କର୍ମୀ ମାନଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ୱର,୧୪।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ…

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ କାଠରେ ଖୋଦେଇ ହନୁମାନ ଚାଳିଶା ପ୍ରଦାନ କଲେ ଓଡ଼ିଆ କାରିଗର

ହିଞ୍ଜିଳିକାଟୁ,୧୪।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମର କାଠ କାରିଗର ଓ ଶିଳ୍ପୀ ଅରୁଣ କୁମାର ସାହୁ ଗୁରୁବାର ଉତ୍ତରପ୍ରଦେଶର ଅଯୋଧ୍ୟା ରାମମନ୍ଦିର ପରିସରରେ…

କମିବ ପେଟ୍ରୋଲ-ଡିଜେଲ ଦାମ, ଭଜନଲାଲ ସରକାରଙ୍କ ବଡ ନିଷ୍ପତ୍ତି

ଜଇପୁର,୧୪।୩: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପାର ଭଜନଲାଲ ସରକାର ରାଜସ୍ଥାନବାସୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଏବେ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ…

ସଜା ଶୁଣିବା ପରେ ମୁଖତାର କହିଥିଲେ ହଜୁର ମୁଁ ବୁଢା ଆଉ ରୋଗୀଣା, କୋର୍ଟ କହିଲେ-ଅପରାଧ ଏହାଠାରୁ ଆହୁରି ବଡ

ବାରଣାସୀ,୧୪।୩: ଗାଜିପୁରର ୩୩ ବର୍ଷ, ତିନି ମାସ ୯ ଦିନ ପୁରୁଣା ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମାଫିଆ ମୁଖତାର ଅନସାରୀଙ୍କୁ ବୁଧବାର…