ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି…

ସମସ୍ତ ପ୍ରକାର ଦୁଗ୍ଧ କାର୍ଟନ ଉପରେ ଲାଗୁ ହେବ ୟୁନିଫର୍ମ ଟ୍ୟାକ୍ସ

ନୂଆଦିଲ୍ଲୀ,୨୨।୬: ବର୍ଷର ପ୍ରଥମ ଜିଏସ୍‌ଟି ପରିଷଦ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ…

NEET ପେପର ଲିକ୍ ପଛରେ ଏହି ଗ୍ୟାଙ୍ଗର ହାତ; ମାଷ୍ଟରମାଇଣ୍ଡ ରବି ଅତ୍ରିକୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୨୨।୬: ନିଟ୍-ୟୁଜି ୨୦୨୪ ପରୀକ୍ଷା ପେପର ଲିକ୍ ପଛରେ ଥିବା ମାଷ୍ଟରମାଇଣ୍ଡ ରବି ଅତ୍ରିକୁ ଉତ୍ତର ପ୍ରଦେଶର ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଗିରଫ କରିଛି। ସମଗ୍ର…

ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍

ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର…

ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ୧୦୮ କଳସ ପାଣିରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ

କୋରାପୁଟ,୨୨ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶନିବାର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ…

ଆପଣଙ୍କ ସଉକରୁ ୭୦ହଜାର କୋଟି ଆୟ କରନ୍ତି ସରକାର, ଜାଣନ୍ତୁ ସିନ୍‌ ଟ୍ୟାକ୍ସ ବିଷୟରେ…

ନୂଆଦିଲ୍ଲୀ,୨୨।୬: ନିଜ କ୍ୟାରିୟର ପରେ ଜୀବନରେ ଅନ୍ୟ କୌଣସି ଜିନିଷରେ ସଉକ ରଖିବା ଭଲ କଥା। ଏବେ ସରକାର ମଧ୍ୟ ସମାନ କଥା କହୁଛନ୍ତି। କାରଣ ସରକାର…

କେନ୍ଦ୍ର ବଜେଟ୍‌ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍‌-ବଜେଟ୍‌ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର…

ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି…

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ…

ରାଜ୍ୟର ୨୪ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ; ଜୁନରେ ୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୨।୬: ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ…