୬ଜିଲାରେ ମୌସୁମୀ, ୩ ଦିନ କାଳବୈଶାଖୀ

ଭୁବନେଶ୍ୱର,୨୧।୬(ଅନୁରାଧା ମହାରଣା): ଧୀରେ ଧୀରେ ଆଗକୁ ବଢ଼ୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୨ଦିନ ମଧ୍ୟରେ ମୌସୁମୀ ଅଗ୍ରଗତି ହେବା ନେଇ ସ୍ଥିତି ଅନୁକୂଳ ରହିଛି। ପୂର୍ବରୁ…

ଆଜି ପୂର୍ବାହ୍ନ ୧୧ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୨୧ା୬(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ସ୍ନାନଯାତ୍ରା। ଏହି ଅବସରରେ ଚତୁର୍ଦ୍ଧାବିଗ୍ରହ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ। ଶ୍ରୀବିଗ୍ରହମାନେ ସ୍ନାନବେଦିରେ ୧୦୮ ଗରା…

୨ଦିନରେ ୩ ଜୀବନ ନେଇଗଲେ ନାବାଳକ

ଭଦ୍ରକ,୨୧ା୬(ସନାତନ ରାଉତ): ଜଣେ ୧୫ ବର୍ଷୀୟ ନାବାଳକ ଦୁଇଦିନରେ ୩ଜଣଙ୍କ ଜୀବନ ନେଇଯାଇଛନ୍ତି। ପ୍ରଥମେ ନିଜ ଆଈଙ୍କୁ ମାରି ଦେବା ପରେ ଜଣେ ମହିଳା ଓ ତାଙ୍କ…

୨ ଜିଲାକୁ ଯୋଡୁଛି ବାଉଁଶପୋଲ

ଚମ୍ପୁଆ,୨୧ା୬(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ କରଞ୍ଜିଆ ପଞ୍ଚାୟତର କାଟୁଳିକନାଠାରେ ବୈତରଣୀ ନଦୀ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ବାଉଁଶପୋଲ ୨ ଜିଲାକୁ ଯୋଡ଼ୁଛି।…

ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସରେ ଶେର-ଇ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ସେ…

ଏ ଯାଏ ସରିଲାନି ଡ୍ରେନ୍‌ ସଫେଇ

ଭୁବନେଶ୍ୱର,୨୧।୬(ବନ୍ଦନା ସେଠୀ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚତ୍ ସାରିଥିବାବେଳେ ଏବେ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସମୟରେ ବର୍ଷା ହେଉଛି। ମାତ୍ର ଏଯାଏ ମୌସୁମୀ ବର୍ଷା ଓ…

ଅପରିଷ୍କାର ହୋଇପଡ଼ିଛି ମଙ୍ଗଳା ନଦୀ

ପୁରୀ,୨୧ା୬(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ବ୍ଲକ ସମଙ୍ଗରା ପଞ୍ଚାୟତ ଅନ୍ତର୍ଗତ ଖଡ଼ିପଦା ଗ୍ରାମର ମେଳଣ ପଡ଼ିଆରେ ଗୁରୁବାର ସମାଜସେବୀ ସୂର୍ଯ୍ୟନାରାୟଣ ରଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

ରିଲ୍ସ ପାଇଁ ୧୦୦ ଫୁଟ ଉଚ୍ଚରୁ ଝୁଲିଲେ

ପୁଣେ, ୨୧।୬: ପୁଣେର ସ୍ବାମୀ ନାରାୟଣ ମନ୍ଦିର ନିକଟସ୍ଥ ଏକ ବହୁତଳ ବିଲ୍ଡିଂ ଛାତରୁ ଜଣେ ଯୁବତୀ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ କରୁଥିବାର ଭିଡିଓ ଗୁରୁବାର ସାମ୍‌ନାକୁ ଆସିଛି।…

କାହିଁକି ହାରିଲା ବିଜେଡି: ଖୋଲାଖୋଲି କହିଦେଲେ ବବି ଦାସଙ୍କ ଭାଇ

ରସୁଲପୁର,୨୧ା୬(ରଞ୍ଜିତ ରାଉତ):ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ୯ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟାସଭ୍ୟ, ବିଜେଡିର ଛାମୁଆ କର୍ମୀଙ୍କୁ ନେଇ ଗୁରୁବାର କୁଆଖିଆ…

ସାମୁଦ୍ରିକ ମାଛ ନେବାକୁ ଆମେରିକା ଅରାଜି

ପାରାଦୀପ,୨୧ା୬(ଶରତ ରାଉତ): ଓଡ଼ିଶା ସମେତ ଦେଶର ପୂର୍ବ ଉପକୂଳବର୍ତ୍ତୀ ରାଜ୍ୟରେ ପ୍ରମୁଖ ରୋଜଗାରର ଉତ୍ସ ହେଉଛି ସାମୁଦ୍ରିକ ମାଛ। ସମୁଦ୍ରରୁ ମାଛ ଧରି ବିଦେଶକୁ ରପ୍ତାନି କରି…