ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ କଲବଲ…

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ…

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ ମିଳିଛି।…

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ ଶର୍ମିଷ୍ଠା…

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬)…

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଥିବାରୁ…

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ…

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ ଓ…

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ ନିର୍ମାଣ…