୩୩୦୦ କୋଟି ଟଙ୍କାର ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୦।୬: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ଯୋଗ ଦିବସରେ ପ୍ରଥମ ଗସ୍ତରେ ଜମ୍ମୁ କଶ୍ମୀରକୁ ୩୩୦୦ କୋଟି ଟଙ୍କା ଉପହାର ଦେବେ।…

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ…

ବିଜୟ ‘ଚୌକା’ ଲଗାଇବାକୁ ପଡ଼ିଆକୁ ଓହ୍ଲାଇବ ଟିମ୍‌ଇଣ୍ଡିଆ:ଜାଣନ୍ତୁ କେବେ, କେଉଁଠି ଦେଖିପାରିବ ମ୍ୟାଚ୍‌

ନୂଆଦିଲ୍ଲୀ,୨୦।୬: ଟି-୨୦ ବିଶ୍ୱକପ ୨୦୨୪ରେ ଭାରତ ଆଜି ସୁପର-୮ରେ ଆଫଗାନିସ୍ତାନକୁ ଭେଟିବ। ବାରବାଡୋସରେ ଏହି ମ୍ୟାଚ ଖେଳାଯିବ। ସୁପର-୮ରେ ଉଭୟ ଦଳ ଗ୍ରୁପ-୧ରେ ଅଛନ୍ତି। ଆଫଗାନିସ୍ତାନର ଆହ୍ବାନ…

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ…

ଏହି ପ୍ରଶ୍ନ ଶୁଣି ରାଗିଗଲେ ଦ୍ରାବିଡ: କହିଲେ…

ନୂଆଦିଲ୍ଲୀ,୨୦।୬: ଟି -୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଆରମ୍ଭ ହୋଇଛି। ଭାରତୀୟ ଦଳ ଆଜି ଆଫଗାନିସ୍ତାନକୁ ଭେଟିବ। ଏହି ମ୍ୟାଚ ବାରବାଡୋସର କେନ୍ସିଙ୍ଗଟନ ଓଭାଲରେ ଖେଳାଯିବ। ୧୯୯୭ରେ…

ମକ୍କାରେ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା, ୬୮ ଭାରତୀୟ ସାମିଲ

ମକ୍କା,୨୦।୬: ଚଳିତ ବର୍ଷ ହଜ୍‌ଯାତ୍ରା ପାଇଁ ସାଉଦି ଆରବର ମକ୍କା ଓ ମଦିନା ସହରରେ ୨୦ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ସମାଗମ ଘଟିଥିଲା। ହେଲେ ଭୀଷଣ ଗରମ…

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା? ରେସ୍‌ରେ…

ଭୁବନେଶ୍ୱର, ୨୦।୬(ସୁନିତ୍‌ ମିଶ୍ର)କଂଗ୍ରେସ ବିଧାୟକମାନଙ୍କ ସହିତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଦଳର ଅନ୍ୟ କିଛି ବରିଷ୍ଠ ନେତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ…

୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା…

ଏନ୍‌ଡିଏ-ଇଣ୍ଡିଆକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପ୍ରଶାନ୍ତ କିଶୋର, କହିଲେ ଧ୍ୱଂସ ହୋଇଯିବେ…

ନୂଆଦିଲ୍ଲୀ,୨୦।୬: ରାଜନୈତିକ ବିଶ୍ଳେଷକ ତଥା ଜନସୁରାଜ ସଂଯୋଜକ ପ୍ରଶାନ୍ତ କିଶୋର ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବର୍ତ୍ତମାନ ଆଉ ଏକ ବଡ଼ ଘୋଷଣା…