ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ…

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ତାଙ୍କର…

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା…

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ…

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ କରି…

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି। ସିନ୍ଧୁଦୁର୍ଗରେ…

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି ବଡ଼…

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ ଅନୁପ୍ରବେଶକାରୀଙ୍କୁ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା…

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା…