ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ବଡ଼ ଝଟ୍‌କା, ଆଇପିଏଲ୍‌ ଅଧାରେ ଛାଡ଼ି…

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ ଲାଗି ପ୍ରସ୍ତୁତି ଚଳାଇଥିବା ଚେନ୍ନାଇ ସୁପର କିଙ୍ଗ୍ସକୁ ଲାଗିଛି ଝଟ୍‌କା। ଦଳର ପ୍ରମୁଖ ବୋଲର୍‌…

ରାଶିଫଳ: ଗୁରୁବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ବୁଧ ଗ୍ରହ ରାଶିରେ ଥିବାରୁ ଆତ୍ମୀୟଙ୍କ ସହଯୋଗରେ କାମ ହାସଲ କରିବେ। ନିଜର ପ୍ରାପ୍ୟ ହାସଲରେ ବାଧା ଉପୁଜିବା କାରଣକୁ ନେଇ ମାନସିକ ଅସ୍ଥିରତା ଦେଖାଦେଇପାରେ।…

ଓଲଟିଲା ଲୁହା ସାମଗ୍ରୀ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପରଙ୍କ ଜୀବନ ଗଲା

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ପଥରବନ୍ଧ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଚାଳକ ସହ ହେଲପରଙ୍କ ମୃତ୍ୟୁ…

ପାଣ୍ଡ୍ୟା ଛାଡ଼ିବେ ମୁମ୍ବାଇ କ୍ୟାପ୍‌ଟେନ୍‌ ପଦ? କିଏ ହେବେ ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଅଧିନାୟକ…

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ରେ ଏଯାବତ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ୫ ଥର ଟୁର୍ନାମେଣ୍ଟ ଜିତିଥିବା ଟିମ୍‌ ପ୍ରାରମ୍ଭିକ ୩ ମ୍ୟାଚ୍‌ରେ ପରାଜିତ…

କୋର୍ଟରେ ASG ଙ୍କ ବଡ଼ ଘୋଷଣା, ଏଏପିର ସମ୍ପତ୍ତି ଜବତ କରିବ ଇଡ଼ି

ନୂଆଦିଲ୍ଲୀ,୩।୪: ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍‌କା। କଂଗ୍ରେସର ସମସ୍ତ ଆକାଉଣ୍ଟ ଫ୍ରିଜ କରିବା ପରେ ଏବେ ଆମ ଆଦମୀ ପାର୍ଟିର ସମ୍ପତ୍ତିକୁ ଜବତ କରିବାକୁ ଯାଉଛି…

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇ ୧୦ ବର୍ଷ ଜେଲ୍‌ ଗଲେ ପ୍ରଧାନଶିକ୍ଷକ

ସୁନ୍ଦରଗଡ଼,୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପ୍ରିଜାଇଡିଂ ଅଫିସର ତଥା ଜଜ୍‌ ବୁଧବାର ଏକ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଅଭିଯୁକ୍ତ…

୨୦୨୪ରେ ୭.୫% ରହିବ ଭାରତର ଜିଡିପି, ନିର୍ବାଚନୀ ବର୍ଷରେ ବଡ଼ ଆକଳନ କଲା ବିଶ୍ବବ୍ୟାଙ୍କ

ନୂଆଦିଲ୍ଲୀ,୩।୪: ଭାରତରେ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଆକଳନ କରିଛି ବିଶ୍ବବ୍ୟାଙ୍କ। ୨୦୨୪ରେ ଭାରତୀୟ ଅର୍ଥନୀତି ୭.୫% ହାରରେ ଅଭିବୃଦ୍ଧି କରିବ ବୋଲି ବିଶ୍ବବ୍ୟାଙ୍କ କହିଛି। ପୂର୍ବରୁ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା ୬ ଆହତ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ…

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ହାଇଓ୍ବା, ୭ ବାଇକ୍‌ ଚୁରମାର୍‌ ; ମାଲିକ ଗୁରୁତର

ତିଗିରିଆ, ୩।୪(ଜାଫର ଖାଁ ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସ୍ଥିତ ମଙ୍ଗଳାବଜାରରେ ବୁଧବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ଆଠଗଡ ପଟୁ ବଡମ୍ବା…

ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍‌ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ ପରିମାଣର…