ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା ପାଇଁ…

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି…

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ…

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା ପରେ…

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ ଆଚାର୍ଯ୍ୟ…

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ ଖବର…

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ ଭିଜିଲାନ୍ସ…

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ ତାରିଖ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ…

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ…