ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ…

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ…

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ…

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ…

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଭିଆଇଟି…

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ ଲୋକମାନଙ୍କୁ…

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ ବଜାର(ଭାରତ)ରେ…

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା…

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ ହୋଇଯାଇଛି।…

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ ବଜାରରେ…