ନିଜ ପାଖରେ ଏହି ସବୁ ମନ୍ତ୍ରଣାଳୟ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ରବିବାର ଶପଥ ଗ୍ରହଣ କରିଛନ୍ତି। ନରେନ୍ଦ୍ର ମୋଦି ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ତେବେ ସୋମବାର ସୋମବାର…

ସାମାଜିକ କର୍ମୀ ମିନତୀ ମହାନ୍ତିଙ୍କ ପରଲୋକ

କଟକ,୧୦।୬(କାର୍ତ୍ତିକ ସାହୁ): ଓଡ଼ିଶା ନାରୀ ସେବା ସଂଘର ଆଜୀବନ ସଦସ୍ୟା ତଥା ବିଶିଷ୍ଟ ସାମାଜିକ କର୍ମୀ ମିନତୀ ମହାନ୍ତି(୯୭)ଙ୍କ ସୋମବାର ପରଲୋକ ହୋଇଯାଇଛି। ଖବର ପାଇ ବହୁ…

ନଡ୍ଡାଙ୍କୁ ମିଳିଲା ବଡ଼ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ରାଜନାଥ ସିଂଙ୍କୁ ପ୍ରତିରକ୍ଷା,…

ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର: ସ୍ଥିତି ସମୀକ୍ଷା କଲେ ପ୍ରଶାସନ

ପୁରୀ,୭ା୬: ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ର୍ନିବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି…

ଓଡ଼ିଶାର ୩ ମନ୍ତ୍ରୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛନ୍ତି। ଓଡ଼ିଶାର ୩ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ସୂଚନା ଓ ପ୍ରସାରଣ ଏବଂ ଧମେନ୍ଦ୍ର ପ୍ରଧାନଙ୍କୁ…

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଶାହାଙ୍କୁ ସ୍ବରାଷ୍ଟ୍ର, ରାଜନାଥଙ୍କୁ ପ୍ରତିରକ୍ଷା, ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ…

୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍‌ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଜନଶକ୍ତି…

ତୃତୀୟ ପାଳିର ପ୍ରଥମ କ୍ୟାବିନେଟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ…

ରାଜନୀତିରୁ ସନ୍ୟାସ ପରେ ପାଣ୍ଡିଆନ ଏବେ କେଉଁଠି ରହିବେ, ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୬: ବିଜେଡିର ଶୋଚନୀୟ ପରାଜୟ ପରେ ରାଜନୀତିରୁ ଅବସର ନେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌। ରବିବାର ସୋସିଆଲ ମିଡିଆରେ ଭିଡିଓ ବାର୍ତ୍ତା ଜାରି କରି ବିଜେଡିରୁ ଅବସର ନେଉଥିବା…

କାର୍ଯ୍ୟରତ ଥିବା ବେଳେ ଚାଲିଗଲା ପୋଲିସ ଏଏସ୍‌ଆଇଙ୍କ ଜୀବନ

ସମ୍ବଲପୁର,୧୦।୬: ସମ୍ବଲପୁର ଜିଲା ବରେଇପାଲି ଥାନାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। କାର୍ଯ୍ୟରତ ଏଏସ୍‌ଆଇ ପଞ୍ଚୁ ବାଗଙ୍କ ଆକଷ୍ମିକ ମତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ,…