ଲୋକ ସଭା ନିର୍ବାଚନ: ୯ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଏସପି

ଲକ୍ଷ୍ନୌ,୧୨।୪: ବହୁଜନ ସମାଜ ପାର୍ଟି ୯ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ଗୋରଖପୁର ଏବଂ ବସ୍ତି ସମେତ ମୋଟ ୯ଟି ଆସନରେ ନାମ ଅଛି। ବିଏସପି…

କୋହଲି-ସଚିନଙ୍କ ରେକର୍ଡ ନୁହେଁ, ଏହି କ୍ରିକେଟର୍‌ଙ୍କ ରେକର୍ଡ ଭାଙ୍ଗିବାକୁ ଚାହୁଁଛନ୍ତି ପାକିସ୍ତାନ ଅଧିନାୟକ

ଇସଲାମାବାଦ୍‌,୧୨।୪:କ୍ରିକେଟ ଦୁନିଆର କେଉଁ ବଡ଼ ରେକର୍ଡ ପାକିସ୍ତାନ ଅଧିନାୟକ ବାବର ଆଜାମ ତାଙ୍କ କ୍ୟାରିଅରରେ ଭାଙ୍ଗିବାକୁ ଚାହୁଁଛନ୍ତି? ବାବର ଏ ସମ୍ପର୍କରେ ନିଜର ମତ ଦେଇଛନ୍ତି। ଭାରତୀୟ…

ପଦ୍ମ ଧରିଲେ ପୂର୍ବତନ ବିଧାୟକ, କହିଲେ-କୋଟିଏ ଟଙ୍କାର ଲୋଭ ଦେଖାଉଛି ବିଜେଡି

ଭୁବନେଶ୍ୱର,୧୨।୪: ଭାଜପାରେ ସାମିଲ ହେଲେ ପୂର୍ବତନ ବିଧାୟକ କୈଳାଶ କୁଲେସିକା। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ଭାଜପାରେ ମିଶିଛନ୍ତି। ଭାଜପାରେ ଯୋଗ…

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ କରିବାକୁ…

ପ୍ରଥମ ବୋଲର୍‌ ଭାବେ ଏମିତି କାରନାମା କଲେ ଜସପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୧୨।୪: ଆଇପିଏଲ ୨୦୨୪ର ୨୫ତମ ଲିଗ ମ୍ୟାଚରେ ମୁମ୍ବାଇ ଆରସିବିକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ମୁମ୍ବାଇର ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ବୋଲିଂ ଚମତ୍କାର ଥିଲା।…

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ, ଅନୁଗୋଳ…

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ…

ଛାତ୍ରୀ ମାନଙ୍କ ପାଇଁ ମାସିକ ଋତୁସ୍ରାବ ଛୁଟି ଅନୁମୋଦନ କଲେ ପଞ୍ଜାବ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ,୧୨।୪: ଚଣ୍ଡିଗଡ଼ର ପଞ୍ଜାବ ବିଶ୍ୱବିଦ୍ୟାଳୟ ମହିଳା ଛାତ୍ରମାନଙ୍କୁ ମାସିକ ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବ୍ୟବସ୍ଥା କରିଛି। ଶିକ୍ଷାବର୍ଷ ୨୦୨୪-୨୫ ରୁ ଏହି ଛୁଟି ମିଳିପାରିବ।…

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି…

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ…