ଭୁବନେଶ୍ୱର,୪।୬: ଧାମନଗରରେ ବିଜୟୀ ହେଲେ ସୂର୍ଯ୍ୟବଂଶୀ ସୁରଜ। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ସଞ୍ଜୟ କୁମାର ଦାସଙ୍କୁ ୭୨୩୮ ଭୋଟରେ ହରାଇ ବିଜୟୀ ହୋଇଛନ୍ତି।
ନୂଆଦିଲ୍ଲୀ,୪।୬: ଆନ୍ଧ୍ର ପ୍ରଦେଶ ଭାଗଭାଗ ହେବାପରେ ତୃତୀୟଥର ବିଧାନସଭା ନିର୍ବାଚନ ହୋଇଥିଲା। ଲୋକ ସଭା ସହିତ ବିଧାନସଭା ନିର୍ବାଚନ ମିଳିତ ଭାବେ କରାଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୪।୬: ନିର୍ବାଚନ ବିଶ୍ଳେଷକ ତଥା ସମାଜସେବୀ ଯୋଗେନ୍ଦ୍ର ଯାଦବ ଲୋକ ସଭା ନିର୍ବାଚନ ୨୦୨୪ର ଟ୍ରେଣ୍ଡ୍ ମଧ୍ୟରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ମୁସଲମାନମାନଙ୍କ ବିଷୟରେ ସେ…
ଭୁବନେଶ୍ୱର,୪ା୬(ଅସମାପିକା ସାହୁ): ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ବାବୁ ସିଂ ବିଜୟୀ ହୋଇଛନ୍ତି। ବାବୁ ସିଂ ୭୪୩୯୯ ଭୋଟ ପାଇଛନ୍ତି। ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ…
ଭୁବନେଶ୍ୱର,୪।୬: ଖୋର୍ଦ୍ଧାରୁ ଜିତିଲେ ପ୍ରଶାନ୍ତ ଜଗଦ୍ଦେବ। ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮୫୯୮ ଭୋଟରେ ପରାସ୍ତ କରିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ୮୦,୫୬୪ ଭୋଟ ପାଇଥିବା…
ବାରାଣସୀ,୪।୬: କେନ୍ଦ୍ରରେ ଭାଜପାର ‘୪୦୦ ପାର୍’ ସ୍ଲୋଗାନ ଫେଲ୍ ମାରିଥିବା ପ୍ରତ୍ୟୟ ହେଉଛି। ସାଧାରଣ ନିର୍ବାଚନରେ କଂଗ୍ରେସ ଦଳକୁ କଡ଼ା ଟକ୍କର ଦେଉଛି। ଏମିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ୱର,୪।୬: ସୋନପୁରରୁ ଜିତିଛନ୍ତି ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ। ଭାଜପା ପ୍ରାର୍ଥୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ୧୫,୧୨୧ ଭୋଟରେ ହରାଇ ସେ ବିଜୟୀ ହୋଇଛନ୍ତି।
ନୂଆଦିଲ୍ଲୀ,୪।୬: ମିଳିଥିବା ସଦ୍ୟ ସୂଚନା ଅନୁଯାୟୀ,ନିର୍ବାଚନ କମିଶନ କହିଛନ୍ତି, ଆନ୍ଧ୍ର ପ୍ରଦେଶ ବିଧାନସଭା ନିର୍ବାଚନରେଏନଡିଏ ସହଯୋଗୀ ଦଳମାନେ ବହୁ ଆଗରେ ରହିଛନ୍ତି।ଏହିସବୁ ସହଯୋଗୀ ଦଳ ମଧ୍ୟରୁ ଟିଡିପି,…
ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ…
ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ…