ସଙ୍ଗୀତାଙ୍କୁ ମିଳିପାରେ ବିଜେଡି ଟିକେଟ

ନିମାପଡ଼ା,୬ା୪(ରଞ୍ଜନ ପଟ୍ଟନାୟକ): ବର୍ତ୍ତମାନ ପରିସ୍ଥିତିରେ ନିମାପଡ଼ା ବିଜେଡି ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳୀୟ ଟିକେଟ କାହାକୁ ମିଳିବ ସେ ନେଇ ସସ୍‌ପେନ୍ସ ଲାଗିରହିଛି। ଗୁରୁବାର ଟିକେଟ…

ୟୁବିଆଇ ରାୟଗଡ଼ା କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୬।୪: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ରାୟଗଡ଼ା କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ କୁନ୍ଦନ କୁମାର ସିହ୍ନା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା…

ଗ୍ରାହକ ଚାହିଦାକୁ ଗୁରୁତ୍ୱ

ଭୁବନେଶ୍ୱର,୬।୪: କ୍ରମାଗତ ୧୫ବର୍ଷ ଧରି ୧ ନମ୍ବର ତଥା ସର୍ବଭାରତୀୟସ୍ତରରେ ପ୍ରମୁଖ ଉପକରଣ ବ୍ରାଣ୍ଡ୍‌ ଭାବେ ହାୟର ବଜାରରେ ତା’ର ସ୍ଥିତି ସୁଦୃଢ଼ କରିଆସିଛି। ହେକ୍‌ଜା ଇନ୍‌ଭର୍ଟର…

ବେଦାନ୍ତ ଆଲୁମିନିୟମର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଭାରତର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ସମ୍ପ୍ରସାରଣ ଯୋଜନାରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି।…

ଅଜନ୍ତା ଶୁଜ୍‌ର ସମ୍ପ୍ରସାରଣ ୟୁନିଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୬।୪ (ଅଭୟ ଦାଶ): ଅଜନ୍ତା ଶୁଜ୍‌ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ ବା ଅଜନ୍ତା ଫୁଟ୍‌କେୟାରର ସମ୍ପ୍ରସାରଣ ୟୁନିଟ୍‌ ଶୁକ୍ରବାର ଭୁବନେଶ୍ୱରର ଅଶୋକନଗର ଜନପଥଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

ଖାଇବା ତେଲ ମହଙ୍ଗା

ଭୁବନେଶ୍ୱର,୬।୪(ଅନୁରାଧା ମହାରଣା): ସମଗ୍ର ବିଶ୍ୱରେ ଖାଦ୍ୟ ସାମଗ୍ରୀର ମୂଲ୍ୟରେ ବୃଦ୍ଧି ହୋଇଛି। ୨୦୨୩ ଜୁଲାଇ ପରେ ପ୍ରଥମ ଥର ପାଇଁ ୨୦୨୪ ମାର୍ଚ୍ଚରେ ବିଶ୍ୱସ୍ତରରେ ଖାଦ୍ୟ ମୂଲ୍ୟରେ ବୃଦ୍ଧି…

ଆର୍‌ବିଆଇର ନୂତନ ଓ୍ବେବ୍‌ସାଇଟ, ମୋବାଇଲ ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୬।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ନୂଆ ମୋବାଇଲ ଓ ଓ୍ବେବ୍‌ସାଇଟ୍‌ ଶୁକ୍ରବାର ଉନ୍ମୋଚନ କରାଯାଇଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏହାର ଉନ୍ମୋଚନ କରିଛନ୍ତି। https://website.rbi.org.inରେ କିମ୍ବା…

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି…

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ…

ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା

ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର…