କରୋନ ଭାଇରସଠାରୁ ବି ଅଧିକ ଘାତକ H5N1 ଭାଇରସ, ଏକ୍ସପର୍ଟ ଦେଲେ ଚେତାବନୀ

ନୂଆଦିଲ୍ଲୀ,/ଓ୍ବାଶିଂଟନ,୪।୪: ଆଜି ପର୍ଯ୍ୟନ୍ତ ସାରା ବିଶ୍ୱ କରୋନା ଭାଇରସ ଭଳି ମହାମାରୀଠାରୁ ସମ୍ପୂର୍ଣ୍ଣ ମୁକୁଳି ପାରିନାହିଁ। ଇତି ମଧ୍ୟରେ, କୋଭିଡ ଠାରୁ ଅଧିକ ମାରାତ୍ମକ ରୋଗ ହେଉଛି…

ଲୋକ ସଭା ନିର୍ବାଚନ: ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୪।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଗୁଜରାଟରେ ତିନିଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ…

ଓଡ଼ିଶା: ଆଜିର ଫଟୋ (୪ ଏପ୍ରିଲ, ୨୦୨୪)

ରାଜଧାନୀରେ ପ୍ରବଳ ଖରାରେ ଯୁବତୀ ମାନେ ହାତରେ ଛତା ଧରି ରୋଡରେ ଯାଉଛନ୍ତି ଅସହ୍ୟ ତାତି କୁ ନେଇ ତୁଳସୀପୁର ଡ଼ିଅର ପାର୍କରେ ଥିବା ହରିଣ ଗଛ…

ICC Men’s Player of the Month ପାଇଁ ସର୍ଟ ଲିଷ୍ଟ ହେଲେ ଖେଳାଳି, ଏହି ତାଲିକାରେ ନାହାଁନ୍ତି ଜଣେ ବି ଭାରତୀୟ

ନୂଆଦିଲ୍ଲୀ,୪।୪: ମାର୍ଚ୍ଚରେ ହୋଇଥିବା ଦମଦାର ପ୍ରଦର୍ଶନ ପାଇଁ ଆଇସିସି ପୁରୁଷ ଏବଂ ମହିଳା ପ୍ଲେୟାର ଅଫ ଦି ମନ୍ଥ ପୁରସ୍କାର ପାଇବାକୁ ପ୍ରତିଯୋଗୀମାନଙ୍କ ସର୍ଟଲିଷ୍ଟ ଗୁରୁବାର ଅନ୍ତର୍ଜାତୀୟ…

କେବଳ ରୋହିତ ଶର୍ମା ନୁହଁନ୍ତି, ଏହି ଖେଳାଳିମାନେ ଛାଡିପାରନ୍ତି ମୁମ୍ବାଇ ଇଣ୍ଡିଆନ୍ସର ହାତ

ନୂଆଦିଲ୍ଲୀ,୪।୪: ଆଇପିଏଲ ୨୦୨୪ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଆଲୋଚନାର ବିଷୟ ପାଲଟିଛି। ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯିବା, ହାର୍ଦ୍ଦିକ ନୂତନ ଅଧିନାୟକ ହେବା…

ଗୋଟିଏ ପଟେ ନୀତୀଶ ଦେଉଥିଲେ ଭାଷଣ, ଅନ୍ୟପଟେ କୁଶଓ୍ବାହଙ୍କୁ ପାଖ ଆସନ ଦେଇ ମୋଦି କହିଲେ…

ପାଟନା,୪।୪: ରାଜ୍ୟରେ ଲୋକ ସଭା ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କ ବିଜୟ ସମ୍ଭାବନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାର ସଭାପତି ଉପେନ୍ଦ୍ର କୁଶୱାହଙ୍କ ସହ…

କଲର୍ଭଟରେ ପିଟି ହେଲା ଯନ୍ତ୍ରୀଙ୍କ କାର: ୪ ଗୁରୁତର

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍‌ପି ନିକଟସ୍ଥ ଏକ କଲର୍ଭଟରେ ଭାରସାମ୍ୟ ହରାଇ ଏକ କାର ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି।…

କୋହଲିଙ୍କ ଭିନ୍ନ ଅବତାରକୁ ନେଇ ଗୁରୁତ୍ୱପୂର୍ଣ୍ଣ କଥା କହିଲେ ମ୍ୟାକ୍ସଓ୍ବେଲ, ତାଙ୍କୁ ସବୁବେଳେ ମନେପକାଇ ଦେବାକୁ ପଡେ…

ନୂଆଦିଲ୍ଲୀ,୪।୪: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ସୁପରଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ମଜାଦାର ଦିଗ ଉପରେ ଆଲୋକପାତ କରିଛନ୍ତି। ମ୍ୟାକ୍ସୱେଲ କହିଛନ୍ତି ଯେ ତାଙ୍କୁ…

କୋରାପୁଟ ନିର୍ବାଚନମଣ୍ଡଳୀ: ବିଜେଡି ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ

ସୁନାବେଡ଼ା,ସେମିଳିଗୁଡ଼ା,୪ା୪(କୃତ୍ତିବାସ ପ୍ରଧାନ/ ବାସୁଦେବ ବରାଡ଼): କୋରାପୁଟ ବ୍ଲକ, ସୁନାବେଡ଼ା ପୌରାଞ୍ଚଳ, ଲମତାପୁଟ ଓ ବୈପାରିଗୁଡ଼ା ବ୍ଲକ ଅଞ୍ଚଳକୁ ନେଇ ଗଠିତ ହୋଇଛି ୧୪୪ ନଂ. କୋରାପୁଟ ନିର୍ବାଚନମଣ୍ଡଳୀ।…

ଜୟପୁର ବନାଞ୍ଚଳରେ ଲାଗିଲା ନିଆଁ

ଜୟପୁର, ୪ା୪(ପବନ ପାଣିଗ୍ରାହୀ): ଜୟପୁର ବନାଞ୍ଚଳ ଅଧୀନରେ ଥିବା ବିଭିନ୍ନ ଜଙ୍ଗଲେ ନିଆଁ ଲାଗିଛି । ଡଙ୍ଗରଛିଞ୍ଚି, ଜବାକନାଡି, ଘାଟବାଗରା, ଗଡପଦର ପାହାଡ଼ ଓ ମାଳିଗୁଡ଼ା ଜଙ୍ଗଲରେ…