୨୫ ଜଣ ଓଏଏସ୍‌ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୯।୨: ସୋମବାର ୨୫ଜଣ ଓଏଏସ୍‌ ଅଫିସରଙ୍କ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ଦାୟିତ୍ୱ ଦିଆଯାଇଛି। ବିଜ୍ଞପ୍ତି ଅନୁସାରେ,…

କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ପ୍ରକ୍ରିୟା ଆରମ୍ଭ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ଏକ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ,…

ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର

କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ…

ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ , ୨୦୨୩ )

ସୋମବାର ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ୟୁନିଟ-୧ ରେ ସିବିଏସଇ ଦଶମ ପରୀକ୍ଷା ଭୁବନେଶ୍ୱର ଶହୀଦନଗର ଶାନ୍ତିପଲି ବସ୍ତିରେ ବେଆଇନି ଘରକୁ ବିଡିଏ ଉଛେଦ କରୁଛି

୧୭ ଥର ଗର୍ଭବତୀ ଥିବା କହି ଲକ୍ଷ ଲକ୍ଷ ଟଙ୍କା ପାଉଥିଲେ ସରକାରୀ ଲାଭ, ସତ ଜଣାପଡିଲା ପରେ…

ରୋମ,୧୯।୨: ଇଟାଲୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ମହିଳା ମାତୃତ୍ୱ ସୁବିଧା ପାଇବା ପାଇଁ ପାଞ୍ଚଟି ସନ୍ତାନ ଏବଂ ୧୨ଟି ଗର୍ଭପାତ କରାଇଥିବା…

ଇଂଲଣ୍ଡ ବିପକ୍ଷ ୪ର୍ଥ ଟେଷ୍ଟ ଖେଳିବେନି ବୁମ୍‌ରା, ସାମ୍ନାକୁ ଆସିଲା ଏହି କାରଣ

ନୂଆଦିଲ୍ଲୀ,୧୯।୨: ତୃତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହିପରି ଭାବେ ସିରିଜରେ ଭାରତୀୟ ଦଳ ୨-୧ରେ ଆଗରେ ରହିଛି। ଦୁଇ ଦଳ ମଧ୍ୟରେ ସିରିଜର ଚତୁର୍ଥ…

ଜମ୍ମୁ-କଶ୍ମୀରରେ ପ୍ରଥମ ଇଲେକ୍ଟ୍ରୋନିକ ଟ୍ରେନର ଉପହାର ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଫେବୃଆରୀ ୨୦ରେ ଜମ୍ମୁ-କଶ୍ମୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ବାନିହାଲ-ଖଡି-ସୁମ୍ବଡ-ସଙ୍ଗଲଦାନ ସେକ୍ସନ (୪୮ କିଲୋମିଟର)ମଧ୍ୟରେ ନୂତନ…

ରାଜ୍ୟବାସୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ: ଉଦ୍‌ଘାଟିତ ହେବ କ୍ୟାନସର ହସ୍ପିଟାଲ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ଼ ଗସ୍ତରେ ଯିବାର କାର୍ଯକ୍ରମ ରହିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟାରେ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ,…

ଅନେକ ବର୍ଷ ଧରି ପେଟରେ ହେଉଥିଲା ଯନ୍ତ୍ରଣା, ଅପରେଶନ ପରେ ବାହାରିଲା ୮ କିଲୋର ଟ୍ୟୁମର

ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶର ବାନ୍ଦା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଡାକ୍ତର ଜଣେ ରୋଗୀଙ୍କ ପେଟରୁ ୪୫ସେଣ୍ଟିମିଟର ଲମ୍ବା ଏବଂ ୮ କିଲୋର ଟ୍ୟୁମର ବାହାର କରାଯାଇଛି।…

ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ୮ ଜିଲାରୁ ମୋଟ ୯୭୦ ଜ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ସମ୍ବଲପୁରରୁ ସୋମବାର ଆଜମେର-ପୁଷ୍କର ଅଭିମୁଖେ ବାହାରିଛି ତୃତୀୟ ପର୍ଯ୍ୟାୟ ସ୍ବତନ୍ତ୍ର…