ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ, ରାମ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ…

ଭାଜପା ପ୍ରଚାର ଗାଡି ଉପରକୁ ଆକ୍ରମଣ, ଭାଙ୍ଗିଲା କାଚ

ପାଟନା,୨୬।୫: ବର୍ତ୍ତମାନ ସମଗ୍ର ଦେଶରେ ଏକ ନିର୍ବାଚନ ପରିବେଶ ଅଛି। ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପରେ ବକ୍ସର ଜିଲାରେ ମଧ୍ୟ ରାଜନୀତି ଶିଖରରେ ରହିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ…

ତୃତୀୟଥର ଆଇପିଏଲ୍‌ ଚାମ୍ପିୟନ୍‌ ହେଲା କୋଲକାତା: ଫାଇନାଲ୍‌ରେ ଏକତରଫା ବିଜୟ

ଚେନ୍ନାଇ,୨୬।୫:ଆଇପିଏଲ ୨୦୨୪ର ଫାଇନାଲରେ କୋଲକାତା ନାଇଟ୍‌ ରାଇଡର୍ସ ଏକତରଫା ଭାବେ ହାଦ୍ରାବାଦ୍‌କୁ ପରାସ୍ତ କରି ତୃତୀୟଥର ଚାମ୍ପିୟନ୍‌ ହୋଇଛି। ଚେନ୍ନାଇରେ ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ ରାଇଡର୍ସ…

ଋଷି ସୁନକ୍‌ଙ୍କ ଅଡ଼ୁଆ ବଢ଼ିଲା

ନୂଆଦିଲ୍ଲୀ,୨୬ା୫:ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଜୁଲାଇ ୪ରେ ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଘୋଷଣା କରିବାର ୨ ଦିନ ପରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିର…

ମୋଦି କେବଳ ୨୦-୨୫ ଲୋକଙ୍କ ପାଇଁ, ହିମାଚଳ ପ୍ରଦେଶ ସଭାରେ ଭାଜପାକୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୬।୫:ରାହୁଲ ଗାନ୍ଧୀ ହିମାଚଳ ପ୍ରଦେଶର ନାହାନରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଭାଜପା ଉପରେ ଖୁବ ବର୍ଷିଥିଲେ। ରାହୁଲ ଗାନ୍ଧୀ ତାଙ୍କ…

ଲିଗ୍‌ ଷ୍ଟେଜ୍‌ରେ ହିରୋ, ନକ୍‌ଆଉଟ୍‌ରେ ଜିରୋ: ହାଇଦ୍ରାବାଦ୍‌କୁ ଧୋକା ଦେଲେ ଏହି ଖେଳାଳି

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଫାଇନାଲରେ ଟ୍ରାଭିସ ହେଡ ଏକ ଗୋଲଡେନ୍‌ ଡକ (ପ୍ରଥମ ବଲରେ ଆଉଟ)ରେ ଆଉଟ ହୋଇଥିଲେ। ଫାଇନାଲ ମ୍ୟାଚ୍‌ରେ ହାଇଦ୍ରାବାଦର ଷ୍ଟାର ଓପନର୍‌ କୋଲକାତାର…

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ

ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରି…

ଜନ୍ମଦିନରେ IPL Final ଖେଳିବେ ଦୁଇ ଆଗଧାଡିର ବ୍ୟାଟ୍ସମ୍ୟାନ, ଜଣେ ଜିତିବେ ଟ୍ରଫି, ଅନ୍ୟଜଣେ ନିଶ୍ଚିତ ହାରିବେ

ନୂଆଦିଲ୍ଲୀ,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ସବୁବେଳେ ରୋମାଞ୍ଚକର ହୋଇଥାଏ। ହେଲେ ଏଥର ଏହି ମ୍ୟାଚ ଦୁଇ ଖେଳାଳିଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି ।…

ଫାଇନାଲ୍‌ରେ ହାଇଦ୍ରାବାଦ୍‌ ଧରାଶାୟୀ : କୋଲକାତାକୁ ମିଳିଲା ୧୧୪ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଗ୍ରାଣ୍ଡ୍‌ ଫିନାଲେରେ ସନରାଇଜର୍ସ ହାଇଦ୍ରାବାଦ କୋଲକାତା ନାଇଟ୍‌ ରାଇଡର୍ସକୁ ୧୧୪ ରନ୍‌ ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା…