ଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ

ମୁମ୍ବାଇ,୨୪।୫: ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିଛି। ମୁମ୍ବାଇର ସେସନ୍ସ କୋର୍ଟ ଦୋଷୀ ପରଭେଜ ଟାକଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ସୂଚନାଯୋଗ୍ୟ, ୧୩ବର୍ଷ ପରେ…

ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ଭାଜପା ମିଛ କହିବାର ସବୁ ସୀମା ଟପିଯାଇଛି: ନବୀନ

ଭୁବନେଶ୍ୱର,୨୪।୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ…

”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା

ଭୁବନେଶ୍ୱର,୨୪।୫: ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ। ଶୁକ୍ରବାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଏଭଳି ଅପିଲ କରିଛି ରାଜ୍ୟ ଭାଜପା। ଭାଜପା କହିଛି…

ସ୍ବାମୀଙ୍କ ପାଇଁ ଏମିତି କହିଲେ ଦୀପିକା ପାଲିକଲ

ନୂଆଦିଲ୍ଲୀ,୨୪।୫: ଚାରିଥର କମନୱେଲଥ ଗେମ୍ସରେ ପଦକ ଜିତିଥିବା ଦୀପିକା ପାଲିକଲ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଉଇକେଟ କିପର-ବ୍ୟାଟ୍ସମ୍ୟାନ ତଥା ତାଙ୍କ ସ୍ବାମୀ ଦୀନେଶ କାର୍ତ୍ତିକଙ୍କୁ ପ୍ରଶଂସା କରିଛନ୍ତି।…

ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ: ସତର୍କ କଲେ ଏଲନ ମସ୍କ

କାଲିଫର୍ନିଆ,୨୪।୫: ଦୁନିଆର ସବୁଠୁ ବଡ ମାଇକ୍ରୋବ୍ଲଗିଂ ସାଇଟ ଏକ୍ସର ମାଲିକ ଏଲନ ମସ୍କ ସତର୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ…

ଝାମ୍ପି ନେଇଗଲେ ୧୦ କେଜି ରୂପା

ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି।…

ସ୍ତ୍ରୀଙ୍କଠାରୁ ଅଲଗା ହେଲେ ହାର୍ଦ୍ଦିକ ପାଣ୍ଡ୍ୟା!

ମୁମ୍ବାଇ,୨୪।୫: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ମଧ୍ୟରେ ସବୁକିଛି ଚାଲି ନ ଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଉପରେ ପରସ୍ପରଠାରୁ…

ଦିନକୁ ପରେ ନିର୍ବାଚନ:ମତଦାନ କେନ୍ଦ୍ର ଅଭିମୁଖେ ପୋଲିଂ ଟିମ୍‌

କଟକ,୨୪।୫(କାର୍ତ୍ତିକ ସାହୁ):କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ୨୫ ତାରିଖରେ ମତଦାନ ହେବ। ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ହୋଇଥିବା ମତଦାନ କେନ୍ଦ୍ର ଅଭିମୁଖେ ପୋଲିଂ ଦଳଗୁଡିକ ଜିଲା…

ନିର୍ବାଚନ ପୂର୍ବରୁ ନୟାଗଡ଼ରେ ବୁଲିଲା ଖଣ୍ଡା, ଭୁଜାଲି

ନୟାଗଡ଼,୨୪।୫: ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଛି ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ। ଭାପୁର ବ୍ଲକ ଭଗବାନପୁର ଏବଂ ଖଣ୍ଡପଡା ବ୍ଳକ ରାଣିପଡା ପଞ୍ଚାୟତ ବିରିଡ଼ି ଗାଁରେ…

ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମୁତୟନ ହେବେ ୩୫ ହଜାର ପୋଲିସ

ଭୁବନେଶ୍ୱର,୨୪।୫: ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରାଯିବା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି। ଏନେଇ ଡିଜିପି ସୂଚନା ଦେଇଛନ୍ତି।…