୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ…

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ।…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି ଅସୁବିଧା…

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଏ…

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ।…

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି।…

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି ଚର୍ଚ୍ଚା…

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର…

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି ଦିନ…

ପୋଲିସ ନମ୍ବରରୁ ହ୍ବାଟ୍ସଆପ୍‌କୁ ଆସିବ କଲ୍‌, ମିଳିବ ଧମକ, ଭୟଭୀତ ହେଲେ ଆକାଉଣ୍ଟ ହୋଇଯିବ ଖାଲି…

ଦୁଇମାସ ତଳେ କେରଳର ଜଣେ ବାସିନ୍ଦା ପୋଲିସ ଅଧିକାରୀଙ୍କ ଡିପି ଥାଇ ଏକ ନମ୍ବରରୁ ହ୍ବାଟ୍ସଆପ୍‌କୁ କଲ୍‌ ଆସିଥିଲା। ସେ ଏହାକୁ ଉଠାଇବା ମାତ୍ରେ ଏକ ସ୍ବର…