ପ୍ରଥମ ଥର ହେବ ମତ୍ସ୍ୟ-ପ୍ରାଣୀ ସମାବେଶ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷକଙ୍କୁ ଉତ୍ପାଦନ ଓ ଉତ୍ପାଦକତା ବୃଦ୍ଧି ବିଷୟରେ ସଚେତନ କରାଇବା ପାଇଁ ରାଜ୍ୟ…

ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’

ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍‌ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା…

ବାଟ ଓଗାଳିଲା ବାଘ

ବାରିପଦା,୧୩ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଲରାପତରିଆ ବାଘ ପର୍ଯ୍ୟଟକଙ୍କ ବାଟ ଓଗାଳିବା ଚର୍ଚ୍ଚାର ବିଷୟ ହୋଇଛି। ପର୍ଯ୍ୟଟକଙ୍କ ଗାଡ଼ି ଆଗରେ ବାଘଟି ଅଧ…

ଆଜି ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର…

ଗାଁରେ ତଳେ ଶୋଇଲେ ଯୋଗୀ ସରକାରଙ୍କ ମନ୍ତ୍ରୀ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଶୁକର୍ତ୍ତାର ବଙ୍ଗରରୁ ଗ୍ରାମ ପରିକ୍ରମା ଯାତ୍ରା ଆରମ୍ଭ କରିଛନ୍ତି। ଆସନ୍ତା ଲୋକ ସଭା ନିର୍ବାଚନରେ ବିପୁଳ ସଂଖ୍ୟାଗରିଷ୍ଠତା ସହ…

କ୍ରିକେଟ ମଇଦାନରେ ହାର୍ଦ୍ଦିକଙ୍କୁ ଭେଟିଲେ ଅମିତ ଶାହା

ନୂଆଦିଲ୍ଲୀ,୧୩।୨: ଏବେ ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କ୍ରିକେଟରୁ ବିରତି ନେଇଛନ୍ତି। ଆହତ କାରଣରୁ ସେ ଭାରତୀୟ ଦଳ ବାହାରେ ଅଛନ୍ତି। ନିକଟରେ ପାଣ୍ଡ୍ୟା କେନ୍ଦ୍ର…

ସିନା ବୋରା ହତ୍ୟା ଘଟଣାର ଖୋଲିବ ରାଜ, ରିଲିଜ ହେଲା ‘ଦ ଇନ୍ଦ୍ରାଣୀ ମୁଖାର୍ଜୀ ଷ୍ଟୋରୀ’ର ଟ୍ରେଲର

ମୁମ୍ବାଇ: ଇନ୍ଦ୍ରାଣୀ ମୁଖାର୍ଜୀ ତାଙ୍କ ଝିଅ ଶିନା ବୋରାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା, ଯାହା ଡକ୍ୟୁମେଣ୍ଟାରୀ ‘ଦ ଇନ୍ଦ୍ରାଣୀ ମୁଖାର୍ଜୀ କାହାଣୀ: ବରିଡ ଟ୍ରୁଥ’ ରେ…

ଲଣ୍ଡନ ସ୍କୁଲ ଅଫ ଇକୋନମିକ୍ସ, ଅକ୍ସଫୋର୍ଡରୁ ମମତାଙ୍କୁ ନିମନ୍ତ୍ରଣ!

କୋଲକତା,୧୩।୨: ଜୁନରେ ଲଣ୍ଡନର ଅକ୍ସଫୋର୍ଡ ୟୁନିଭରସିଟିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଷଣ ଦେବାକୁ ଯାଉଛନ୍ତି। ସେ ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସ ପରିଦର୍ଶନ କରିବେ ଏବଂ…

ପୁଣି କଂଗ୍ରେସକୁ ଝଟକା , ଦଳ ଛାଡିଲେ ବରିଷ୍ଠ ନେତା

ଗାନ୍ଧୀନଗର,୧୩।୨: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରାୟ ପ୍ରତ୍ୟେକ ରାଜ୍ୟରେ କଂଗ୍ରେସ ଦଳ ଭିତରେ ବିଦ୍ରୋହ ତୀବ୍ର ହୋଇଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନଙ୍କ ଦଳ…

‘ଦିଲ୍ଲୀ ଚଲୋ’ ଅଭିଯାନ ପୂର୍ବରୁ ଲାଗିଲା ୧୪୪

ନୂଆଦିଲ୍ଲୀ,୧୨।୨: କୃଷକମାନେ ମଙ୍ଗଳବାରଠାରୁ ‘ଦିଲ୍ଲୀ ଚଲୋ’ ଅଭିଯାନରେ ବାହାରିବାକୁ ଥିବାବେଳେ ଏହା ପୂର୍ବରୁ ଦିଲ୍ଲୀ ପୋଲିସ ସାରା ସହରରେ ଆଗାମୀ ୩୦ ଦିନ ପର୍ଯ୍ୟନ୍ତ ୧୪୪ ଧାରା…