ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌, ଗାଡ଼ି ଭିତରେ ଚାପିହେଲେ ଡ୍ରାଇଭର

ପାଟଣା,୨୬।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ମୁମ୍ବାଇ କୋଲକାତା ଜାତୀୟ ରାଜପଥ ଧନୁର୍ଜୟପୁର ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି।…

ହୋଲିରେ ଅଘଟଣ ବାଇକ୍‌କୁ…

କେନ୍ଦୁଝର,୨୬।୦୩ (ନରେଶଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାମେବାରି ପୋଲିସ ଷ୍ଟେଶନ ଅଧୀନ କୁଟୁଗାଁ ପଞ୍ଚାୟତ ଚମ୍ପାଡିହି ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି।…

ଦୋଳପୂର୍ଣ୍ଣିମା ଯାତ୍ରା ଦେଖି ଫେରୁଥିଲେ ଓଲଟିଲା ଅଟୋ:  ଜଣେ ମୃତ, ୬ ଗୁରୁତର  

ଦଶମନ୍ତପୁର,୨୬।୩ (ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତରେ ଏକ ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ଥ ହୋଇଛି। ଏଥିରେ  ଜଣଙ୍କର ମୃତ୍ୟୁ ହୋଇଥିବା…

ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ମୋଦି ସରକାରଙ୍କୁ ଏମିତି କ’ଣ କହିଲା ଆମେରିକା, ଯାହା ହେଉଛି ଭାଇରାଲ 

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୩: ବାଇଡେନ ପ୍ରଶାସନ ଭାରତର ଆଭ୍ୟନ୍ତରୀଣ କାର୍ଯ୍ୟରେ ହସ୍ତକ୍ଷେପ କରୁଛି। ନିକଟରେ ସିଏଏ ଉପରେ ମନ୍ତବ୍ୟ ଦେବା ପରେ ବର୍ତ୍ତମାନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ…

ମୁମ୍ବାଇକୁ ବଡ଼ ଝଟକା, ହାଇଦ୍ରାବାଦ ବିପକ୍ଷ ମ୍ୟାଚରୁ ବାଦ୍‌ ପଡିବେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୨୬।୩: ମୁମ୍ବାଇ ଇଣ୍ଡିଆନ୍ସ ୨୪ ମାର୍ଚ୍ଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ସହିତ ଆଇପିଏଲ ୨୦୨୪ରେ ଅଭିଯାନ ଆରମ୍ଭ କରିଥିଲା। ସିଜିନର ପ୍ରଥମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ଭାଗବତ ଟୁଙ୍ଗିରେ ସଂକୀର୍ତ୍ତନ ସହ ହୋଲି

ଦାରିଙ୍ଗବାଡି,୨୬।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ବଡ଼ ଧୁମ୍‌ଧାମରେ ପାଳନ ହୋଇଛି। ବିଶେଷ କରି ଛୋଟ ପିଲାଙ୍କ…

ରିମାଣ୍ଡ ପରେ ଜେଲ ଗଲେ କବିତା

ନୂଆଦିଲ୍ଲୀ,୨୬।୩: ରିମାଣ୍ଡ ଅବଧି ଶେଷ ହେବା ପରେ ଦିଲ୍ଲୀର ଏକ କୋର୍ଟ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ କବିତାଙ୍କୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଜେଲକୁ…

ଗାଁଠୁ ସହର ସବୁଠି ହୋଲିକୁ ନେଇ ଚଳଚଞ୍ଚଳ

ବାଲିଗୁଡା,୨୬।୩:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଗାଁଠୁ ସହର…

ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ନୂଆଦିଲ୍ଲୀ,୨୬।୩: ଭାରତୀୟ ଜନତା ପାର୍ଟି ସିକ୍କିମ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହା ସହିତ ୪ଟି ରାଜ୍ୟରେ ଉପ-ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ…

ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ଗଣମାଧ୍ୟମ ପ୍ରବେଶ ଉପରେ ଲାଗିଲା ରୋକୋ

ପୁରୁଷୋତ୍ତମପୁର,୨୬।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର  ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମଧ୍ୟ  ରାତିରୁ ମନ୍ଦିରରେ …