ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା ନେବାକୁ…

IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି 

ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୬ତମ ସିଜନ୍‌ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍‌ ପ୍ଲେ ଅଫ୍‌ ଖେଳିବ ତାହା ସ୍ପଷ୍ଟ ହୋଇଛି। ଏହି…

ଭ୍ରଷ୍ଟାଚାରୀଙ୍କୁ ବାହାରେ ରହିବାକୁ ଦେବି ନାହିଁ: ମୋଦି

କୋଲକାତା,୧୯।୫: ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପୁରୂଲିଆରେ ପହଞ୍ଚିଥିଲେ। ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,…

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ ସ୍ବତନ୍ତ୍ର…

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ ଅଛନ୍ତି।…

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର…

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା ମନ୍ଦାନା…

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ…

ହାରିବା ପରେ ଡ୍ରେସିଂ ରୁମ୍‌ରେ ଏକା ବସିଲେ ଧୋନୀ, କାହା ସହ ମିଳାଇଲେନି ହାତ,ଭାଇରାଲ ହେଉଛି ଭିଡିଓ…

ବେଙ୍ଗାଲୁରୁ,୧୯ା୫: ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। କ୍ରମାଗତ ୬ଟି ମ୍ୟାଚ ଜିତି ବିରାଟ କୋହଲିଙ୍କ ଦଳ…

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର ଯୁବକ…