କେଜ୍‌ରିଓ୍ବାଲଙ୍କୁ ଶାହାଙ୍କ ଜବାବ: ୨୦୨୯ ପରେ ବି ମୋଦି ଆମ ନେତୃତ୍ୱ ନେବେ…

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ମୋଦି ୨୦୨୯ ଯାଏ ପଦରେ ରହିବେ, ୨୦୨୯ ପରେ ମଧ୍ୟ ଭାଜପାର ନେତୃତ୍ୱ ନେବେ। କିଛି ଏଭଳି କହି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

ବୋର୍ଡ ଅଛି, ପାଠ ପଢ଼… ଟ୍ରୋଲରଙ୍କୁ ଦଶମରେ ୮୩% ନମ୍ବର ରଖି ଜବାବ ଦେଲେ ‘ମୁନ୍ନି’

ବମ୍ବେ: ସଲମାନ ଖାନ୍‌ଙ୍କ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ରେ ମୁନ୍ନି ଭୂମିକାରେ ଅଭିନୟ କରି ବାହାବାଃ ସାଉଁଟିଥିଲେ ଅଭିନେତ୍ରୀ ହର୍ଷାଳି ମଲହୋତ୍ରା। ଏବେ ସେ ବଡ଼ ହୋଇଥିବା ବେଳେ…

ଶୀଘ୍ର କରନ୍ତୁ e-kyc ନଚେତ୍ ଖାତାରୁ କଟିିଯିବ ସବସିଡି

ଏଲପିଜି ସବସିଡି ପାଇବା ପାଇଁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ସେମାନଙ୍କୁ ମେ ୩୧ ପର୍ଯ୍ୟନ୍ତ ସମୟ ଦିଆଯାଇଛି। କେନ୍ଦ୍ର ସରକାର ଜାରି କରିଥିବା ନୂତନ ନିୟମାବଳୀ ଅନୁଯାୟୀ…

ସୁପ୍ରିମକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ରୁଟିନ୍‌ ଜଜ୍‌ମେଣ୍ଟ ନୁହେଁ, ସ୍ପେଶାଲ ଟ୍ରିଟ୍‌ମେଣ୍ଟ ମିଳିଛି: ଶାହା

ନୂଆଦିଲ୍ଲୀ,୧୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇ ସହ ସ୍ବତନ୍ତ୍ର ସାକ୍ଷାତକାରରେ…

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ…

ଭୋଟରଙ୍କୁ ମନାଇବା ପାଇଁ ଚାଲିଛି ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ନିର୍ବାଚନ ପ୍ରଚାର ଚାଲିଛି। ଆସନ୍ତା ୨୦ରେ ସାଧାରଣ ନିର୍ବାଚନ ପାଇଁ…

ସର୍ବସାଧାରଣରେ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ କରିଛି।…

‘ମୋଦି କେବଳ ଭାରତ ପାଇଁ ନୁହନ୍ତି, ବିଶ୍ୱ ପାଇଁ ଜଣେ ଶକ୍ତିଶାଳୀ ନେତା’

ନୂଆଦିଲ୍ଲୀ,୧୫।୫: ପାକିସ୍ତାନ ବଂଶୋଦ୍ଭବ ପ୍ରସିଦ୍ଧ ଆମେରିକୀୟ ବ୍ୟବସାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ମୋଦି ଜଣେ ଶକ୍ତିଶାଳୀ ନେତା। ତାଙ୍କ ନେତୃତ୍ୱରେ ଭାରତ ଶିଖରରେ…

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର…