ଖାର୍ଗେଙ୍କୁ ଭେଟିଲେ ସପ୍ତଗିରି, ପୁଣି ପ୍ରାର୍ଥୀ ହେବା ସମ୍ଭାବନା ବଢ଼ିଲା

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା ବୁଧବାର ଦିଲ୍ଲୀରେ ଏଆଇସିସି ସଭାପତି ମଲିକାର୍ଜୁନ ଖାର୍ଗେଙ୍କୁ ସାକ୍ଷାତ କରିଛନ୍ତି। ଆସନ୍ତା ନିର୍ବାଚନ ପ୍ରଚାର ପାଇଁ…

ସରକାରୀ ଘରେ ଝୁଲି ପଡିଲେ କନିଷ୍ଠ ଯନ୍ତ୍ରୀ

ବୌଦ୍ଧ,୨୯।୨: ସରକାରୀ କ୍ୱାର୍ଟର୍ସରୁ ମିଳିଛି କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ। ବୌଦ୍ଧ ଜିଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର…

ଟିକେଟ ଲବିରେ ପ୍ରମୁଖ ଦଳର ଏକାଧିକ ଆଶାୟୀ

ବଇଣ୍ଡା, ୨୯ା୨(ପରିକ୍ଷିତ ସାହୁ): ସମ୍ବଲପୁର ଲୋକ ସଭା କ୍ଷେତ୍ର ଅଧୀନରେ ରହିଛି ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀ। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ଓ ଏନ୍‌ଏସିର…

ଗୋଷ୍ଠୀ ବିବାଦ ଅଭିଯୋଗକୁ ଖଣ୍ଡନ କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ,୨୯ା୨(ପି.ଟି.): ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲେନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ସହ ଗୋଷ୍ଠୀ ବିବାଦର ଅଭିଯୋଗ ଆଣିଥିଲେ। ଇସ୍ତଫା ସହ ହକି…

ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା…

ମୁମ୍ବାଇ ବିଜୟରେ ବ୍ରେକ୍‌ ଲଗାଇଲା ୟୁପି

ବେଙ୍ଗାଲୁରୁ, ୨୯।୨: ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ବୁଧବାର ଅନୁଷ୍ଠିତ ଏକ ମ୍ୟାଚରେ ୟୁପି ଓ୍ବାରିଅର୍ଜ ୭ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ହିଲି ମାଥ୍ୟୁସଙ୍କ…

ପ୍ରଜ୍ଞାନନ୍ଦ ପୁଣି ଦେଶର ନମ୍ବର ଓ୍ବାନ୍‌

ପ୍ରାଗ୍‌, ୨୯।୨: ପ୍ରାଗ୍‌ ମାଷ୍ଟର୍ସ ଚେସ୍‌ ଟୁର୍ନାମେଣ୍ଟ ବୁଧବାର ଏଠାରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ଚମତ୍କାର ପ୍ରଦର୍ଶନ କରି ଭାରତର ଆର. ପ୍ରଜ୍ଞାନନ୍ଦ ଜର୍ମାନୀର…

ଏନ୍‌ଏସ୍‌ସିକୁ ରିପୋର୍ଟ ମାଗିଲା କୃଷି ବିଭାଗ

ଯାଜପୁର,୨୯ା୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଦୀର୍ଘ ୭୬ ବର୍ଷ ପୁରୁଣା ଏକମାତ୍ର ସୁକିନ୍ଦା ବିହନ ଫାର୍ମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ୨୦୨୧ରେ ପିଜୁଳି ଚାରା…

ପେସା ଶ୍ରମିକ, ନିଶା ପ୍ଲାଷ୍ଟିକମୁକ୍ତ ସମାଜ ଗଠନ

କୁଜଙ୍ଗ,୨୯।୨ (ମନୋଜ ପ୍ରଧାନ)ମାଟିରେ ମିଳାଉ ନ ଥିବା ପ୍ଲାଷ୍ଟିକ, ଧୂଳି, ଧୂଆଁ ଓ ଶିଳ୍ପ ସଂସ୍ଥାରୁ ନିର୍ଗତ ବର୍ଜ୍ୟ ଯୋଗୁ ବାୟୁମଣ୍ଡଳ ଦିନକୁ ଦିନ ପ୍ରଦୂଷିତ ହେବାରେ…

ପଟିଆଠାରେ ଖୋଲିଲା କୃତିି କଫିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର, ୨୯।୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ରିଟେଲ ଷ୍ଟାର୍ଟଅପ୍‌ ୟୁନିଟ୍‌ ତଥା ଲୋକପ୍ରିୟ କଫି ବ୍ରାଣ୍ଡ୍‌ ‘କୃତି କଫି’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ବୁଧବାର ଭୁବନେଶ୍ୱରର ପଟିଆଠାରେ…