୧୧୮ ଅଙ୍ଗନୱାଡିର ନିଜସ୍ବ ଗୃହ ନାହିଁ

କଣାସ,୨୯୨(ବିଭୂତି ଭୂଷଣ ତ୍ରିପାଠୀ) ଶିଶୁ ଓ ମା’ଙ୍କ ସୁରକ୍ଷା ନିମନ୍ତେ ଗାଁ ଗାଁରେ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଥିଲେ ମଧ୍ୟ କଣାସ ବ୍ଲକରେ କେନ୍ଦ୍ରଗୁଡ଼ିକ ନାହିଁ ନାହିଁରେ ପରିଚାଳିତ…

ଡ୍ରପ୍‌ ଆଉଟ୍‌ ତାଲିକାରେ ୧୭୦୦ ପିଲା

ଗୋପ,୨୯ା୨(ଭାରତୀ ଭୂଷଣ ଉପାଧ୍ୟାୟ)ଶିକ୍ଷାବର୍ଷ ୨୦୨୩-୨୪ରେ ଗୋପ ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପ୍ରଥମରୁ ଦଶମ ଶ୍ରେଣୀ ମଧ୍ୟରେ ୧୭ଶହରୁ ଅଧିକ ପିଲା ଅଧାରୁ…

ଜେଭିରେ ୧୧,୫୦୦ କୋଟି ବିନିଯୋଗ କରିବ ରିଲାଏନ୍ସ

ନୂଆଦିଲ୍ଲୀ,୨୯।୨: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌, ଭାୟାକମ୧୮ ମଡିଆ ପ୍ରାଇଭେଟ ଲିମିଟେଡ୍‌ ଏବଂ ୱାଲ୍ଟ ଡିଜ୍‌ନି ପକ୍ଷରୁ ଭାୟାକମ୧୮ ଓ ଷ୍ଟାର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ବ୍ୟବସାୟକୁ ଏକାଠି…

ବିଦେଶରେ ସଫଳତା ପାଇଲେ ସିକ୍ୟୁରିଟି ଗାର୍ଡଙ୍କ ଝିଅ

ନୂଆଦିଲ୍ଲୀ: ସ୍ନାତକ ଡିଗ୍ରୀ ହାସଲ କରିବା ସମସ୍ତଙ୍କ ଜୀବନରେ ଏକ ବିଶେଷ ମୁହୂର୍ତ୍ତ ହୋଇଥାଏ। ନିକଟରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ଝିଅ ବିଦେଶରେ ସ୍ନାତକ ଡିଗ୍ରୀ ହାସଲ…

ଅନୁମତି ନ ଥିବା ସଂସ୍ଥାକୁ କୁକୁର ବନ୍ଧ୍ୟାକରଣ ଦାୟିତ୍ୱ

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)ଦୀର୍ଘ ୬ମାସରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିବା ଆନିମଲ୍‌ ବାର୍ଥ କଣ୍ଟ୍ରୋଲ (ଏବିସି) ବା କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର ପୁଣି ଥରେ…

ଜଗନ୍ନାଥ ମନ୍ଦିରରୁ ଚୋରି

ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ)୫୭ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଗଡ଼ଖୋର୍ଦ୍ଧା ଛକ ନିକଟରେ ରହିଥିବା ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଭାବେ ପରିଚିତ ଗଡ଼ଖୋର୍ଦ୍ଧା ଶ୍ରୀଜଗନ୍ନାଥ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ…

ଶାଶୁଘର ଯିବା ଲାଗି ୬ ଘଣ୍ଟା ବସି ରହିଲା କନ୍ୟା

ରାଜନଗର,୨୯ା୨(ଭାସ୍କର ରାଉତରାୟ) କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ହାତିନା ପଞ୍ଚାୟତ କଏଥା ଗାଁର ବରଯାତ୍ରୀଙ୍କ ଗଣ୍ଡଗୋଳ ଯୋଗୁ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା ା ଏଥିପାଇଁ…

ଆଜି ବିରଳ ପରିଦୃଷ୍ଟ ରୋଗ ଦିବସ

ପ୍ରତିବର୍ଷ ଫେବୃଆରୀ ଶେଷ ଦିନ (ଚଳିତ ବର୍ଷ ଫେବୃଆରୀ ୨୯ ତାରିଖ)କୁ ‘ବିରଳ ପରିଦୃଷ୍ଟ ରୋଗ ଦିବସ’ ଭାବରେ ପାଳନ କରାଯାଇଥାଏ। ଅନେକ ରୋଗ ଅଛି, ଯାହା…

ଏକତରଫା ପ୍ରେମ: ରାଜଧାନୀରେ ମହିଳାଙ୍କୁ ଛୁରି ଭୁସି ହତ୍ୟା

ଭୁବନେଶ୍ୱର,୨୯।୨(ସତ୍ୟଜିତ୍‌ ରାଉତ)ଭୁବନେଶ୍ୱର ବାପୁଜୀନଗରରେ ଜନୈକା ମହିଳାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ଜଣେ ଯୁବକ । ମୃତା ମହିଳା ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଗୋପୀମୋହନପୁର…

ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ

କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍‌ସି ନେତା ଶାହଜାହାନ ଶେଖ।…