ଓଡ଼ିଶା: ଆଜିର ଫଟୋ ( ୧୪ ମେ, ୨୦୨୪)

ରାଜଧାନୀରେ ଏକ ପକ୍ଷୀ ଛୁଆଙ୍କୁ ଖାଈବାକୁ ଦଉଚି

୮ ମାମଲା, ୧୭ କୋଟିର ଋଣ, ୬ କିଲୋ ସୁନା, ୫୦ ଏଲ୍‌ଆଇସି ପଲିସି…ଜାଣନ୍ତୁ ଭାଜପାରୁ ପ୍ରାର୍ଥୀ ସାଜିଥିବା କଙ୍ଗନାଙ୍କ ସମ୍ପତ୍ତିରେ ଅଛି କ’ଣ କ’ଣ?

ନୂଆଦିଲ୍ଲୀ,୧୪।୫: ଚଳିତ ନିର୍ବାଚନରେ ପ୍ରାର୍ଥୀ ସାଜିଥିବା ବଲିଉଡ୍‌ ଅଭିନେତାଙ୍କ ବିରୋଧରେ ଚାଲିଛି ୮ ମାମଲା। ତାଙ୍କ ପାଖରେ ଏକାଧିକ ଫ୍ଲାଟ, ମୁମ୍ବାଇରେ ଘର ଏବଂ ମନାଲିରେ ବଡ଼…

ବଢୁଛି ମୋଦିଙ୍କ ସମ୍ପତ୍ତି,ଏବେ ଏତେ କୋଟି ଟଙ୍କାର ମାଲିକ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସେ ତାଙ୍କ ସମ୍ପତ୍ତି ବିବରଣୀ ମଧ୍ୟ ସାର୍ବଜନୀନ…

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ…

ମହାଦେବଙ୍କୁ ପୂଜାର୍ଚ୍ଚନା ପରେ ନାମାଙ୍କନ ଭରିଲେ ଆଶିଷ

ଭୋଗରାଇ,୧୪l୫(ପ୍ରଦୀପ ଦାସ)-ସାଧାରଣ ନିର୍ବାଚନ ଲାଗି ନାମାଙ୍କନର ଶେଷ ଦିନରେ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଆଶିଷ କୁମାର ପାତ୍ର ବାଲେଶ୍ୱର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର…

ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ

କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ…

ଆହତ ସତ୍ତ୍ୱେ ଟସ୍କିନ ଅହମଦଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଢାକା,୧୪ା୫: ପାର୍ଶ୍ୱ ଯନ୍ତ୍ରଣା ପାଇଁ ଚିକିତ୍ସାଧୀନ ଥିବା ସତ୍ତ୍ୱେ ପେସ୍‌ ବୋଲର ଟସ୍କିନ ଅହମଦ ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବାଂଲାଦେଶ ଦଳରେ ସ୍ଥାନ ପାଇଛନ୍ତି।…

ଗାଳି ପରେ ଏବେ କେ ଏଲ୍‌ ରାହୁଲଙ୍କୁ ଡିନର୍‌ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ

ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍‌ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍‌ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି।…

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା…

କେଜରିଓ୍ବାଲଙ୍କ ଘରେ ସ୍ବାତୀ ମାଲିୱାଲଙ୍କୁ ମାଡ଼ ମରାଯିବା ଘଟଣା: ସ୍ବୀକାର କଲା ଏଏପି

ନୂଆଦିଲ୍ଲୀ,୧୪।୫:ଦଳର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବାସଭବନରେ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମରାଯାଇଥିବା ଘଟଣାକୁ ସ୍ବୀକାର କରିଛି ଆମ ଆଦମୀ…