ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି

ଜଗତ୍‌ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍‌ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା…

ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ…

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି…

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା…

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି।…

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ…

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ…

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ

ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ, ମଳିନ ଦିଶୁଛି ମହାପ୍ରଭୁଙ୍କ ଶ୍ରୀମୁଖ। ଶ୍ରୀଅଙ୍ଗ ରେ ଲାଗି ହେଉଥିବା କସ୍ତୁରୀ ଅଭାବରୁ ଏବେ ଚନ୍ତାରେ ଶ୍ରୀମନ୍ଦିର ପ୍ରଶାସନ। https://www.youtube.com/watch?v=dAiy8zMKfuk&list=UUl6ASYtXxADgjTVjLpMVo1g

ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୧୩ା୫: ସୋମବାର ସକାଳୁ ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ଆଜି ମତଦାନ ଆରମ୍ଭ ହୋଇଛି। ୧୦ ରାଜ୍ୟ ଓ…