୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା ଟେଟେଙ୍କ…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର)  ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ  ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…