ମାତ୍ର ୧୨ ରନ୍‌ରେ ଅଲଆଉଟ୍‌ ହେଲା ଏହି ଟିମ୍‌: ୭ ବ୍ୟାଟ୍ସମ୍ୟାନ୍‌ ‘ଶୂନ’ରେ ଆଉଟ୍‌

ନୂଆଦିଲ୍ଲୀ,୯।୫: ଆଜିକାଲି ଆଇପିଏଲ ୨୦୨୪ରେ ବିଭିନ୍ନ ବଡ଼ ସ୍କୋର କରୁଛନ୍ତି, କିନ୍ତୁ ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟ ରେ ଗୋଟିଏ ଦଳ ମାତ୍ର ୧୨ ରନ ପାଇଁ ଅଲଆଉଟ…

୬୬୬ କୋଟି ଟଙ୍କା ମୂଲ୍ୟର ସୁନା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ତାମିଲନାଡୁ,୯।୫: ୬୬୬ କୋଟି ଟଙ୍କା ମୂଲ୍ୟର ସୁନା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ। ବୁଧବାର ତାମିଲନାଡୁର ଏରୋଡରେ ଏହି ଦୁର୍ଘଟଣାର ଘଟିଛି। ଘଟଣାରେ ଡ୍ରାଇଭର ଏବଂ ଜଣେ ସୁରକ୍ଷାକର୍ମୀ…

ହେଡ୍‌-ଅଭିଷେକଙ୍କ ବ୍ୟାଟିଂ ଦେଖି ସଚିନଙ୍କ ହୋଶ୍‌ ଉଡିଲା: ଦେଲେ ଏମିତି ପ୍ରତିକ୍ରିୟା

ହାଇଦ୍ରାବାଦ୍‌,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ ବୋଲରମାନଙ୍କୁ ପ୍ରହାର କରୁଛନ୍ତି। ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ଟ୍ରାଭିସ ହେଡ ଏବଂ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ କ୍ରିକେଟ…

ଅଲଗା ହେବେ ଦୀପଭିର! ଇନଷ୍ଟାରୁ ଡିଲିଟ କଲେ ବିବାହ ଫଟୋ

ମୁମ୍ବାଇ: ବଲିଉଡର ଲଭ ବାର୍ଡ ଦୀପିକା ପାଦୁକାନ ଓ ରଣଭିର ସିଂଙ୍କ ବୈବାହିକ ଜୀବନରେ ଉଠିଛି କି ଝଡ। କାରଣ ଉଭୟ ଦୀପଭିର ନିଜ ସୋସିଆଲ ମିଡିଆ…

ଦେଶରେ କେବଳ ଜଣେ ନେତା ସତ କହୁଛନ୍ତି, ସେ ହେଉଛନ୍ତି…..

ଲକ୍ଷ୍ନୌ,୯।୫: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଉତ୍ତର ପ୍ରଦେଶରରେ ରାଲି କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବର୍ତ୍ତମାନ ଦେଶରେ କେବଳ ଜଣେ ନେତା ଅଛନ୍ତି…

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି…

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର…

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି ଏୟାରଲାଇନ୍ସ…

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ

ହାଇଦ୍ରାବାଦ, ୯।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ ପରାକ୍ରମରେ…

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ…