ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ

ୱାଶିଂଟନ୍‌: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା ଜିନ୍‌…

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ…

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ…

୧୦ରେ କେଜ୍‌ରିଓ୍ବାଲଙ୍କୁ ମିଳିପାରେ ଜାମିନ

ନୂଆଦିଲ୍ଲୀ, ୯ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଜାମିନ ମିଳିପାରେ।…

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ…

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ…

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ ବୁଥ…

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା ଦେଖିଲେ…

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ…