ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର ହୋଇଛି…

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ ପୁଟିନ…

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ…

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି…

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ…

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ ନେବା…

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି…

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି…

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି। ଦାରିଙ୍ଗବାଡି…

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ…