ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ ।…
କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା ବ୍ଲକରେ…
ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ।…
ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍ ସମୟ ଥିବାରୁ ଏଠାକାର ବିଧାୟକ…
ମେଷ ଆଜି ରବି ରଶ୍ମିରେ ଶୁକ୍ର ଓ ଚନ୍ଦ୍ର ଅସ୍ତଗତ କାରଣରୁ ବିରୋଧର ସମ୍ମୁଖୀନ ହେବେ। ଅବଶ୍ୟ ବୃହସ୍ପତିଙ୍କ ପ୍ରଭାବରୁ ଧନଲାଭ କରାଇବା ସହ କଳା, ସାହିତ୍ୟ,…
ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରି…
ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ…
ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ ଗୁରୁତର…
ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର ସୁମନ…
ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବାକୁ…