ଟି-୨୦ ବିଶ୍ୱକପ୍‌ବେଳେ ଆତଙ୍କବାଦୀ ଆକ୍ରମଣ ଧମକ: ବଢିଲା ଚିନ୍ତା

ନୂଆଦିଲ୍ଲୀ,୬।୫:ଆଇପିଏଲ ୨୦୨୪ ସିଜନ ପରେ ତୁରନ୍ତ ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ଅନେକ ଦଳ ସେମାନଙ୍କ ଖେଳାଳିଙ୍କ…

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ ଆସିଛି,…

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ ପହଞ୍ଚି…

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ ଉପରେ…

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର…

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ ବିଶାଳ…

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି…

କେକେଆର୍‌ର ଐତିହାସିକ ବିଜୟ ପରେ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କେଉଁଠି ଅଛନ୍ତି କେଉଁ ଦଳ

ଲକ୍ଷ୍ନୌ,୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ୫୪ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୯୮ ରନ୍‌ରେ ପରାସ୍ତ କରିଛି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଲକ୍ଷ୍ନୌ…

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ ବାଲି…