ଯେଉଁ ଖେଳାଳିଙ୍କ ପାଇଁ ହାରିଲା ଭାରତ, ତାଙ୍କୁ ଗିଫ୍ଟ ଦେଇ ଚର୍ଚ୍ଚାରେ ବିରାଟ କୋହଲି

ଇନ୍ଦୋର,୧୯।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ…

ଯଦି T20 ବିଶ୍ୱକପରୁ ବାଂଲାଦେଶ ବାଦ ପଡେ, ଏହି ଟିମ୍‌କୁ ମିଳିବ ଏଣ୍ଟ୍ରି

ନୂଆଦିଲ୍ଲୀ,୧୯।୧: ଟି-୨୦ ବିଶ୍ୱକପ ବିବାଦ ଘନୀଭୂତ ହେଉଛି। ଗୋଟିଏ ପଟେ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଜାନୁଆରୀ ୨୧ ସୁଦ୍ଧା ବାଂଲାଦେଶକୁ ତାର ସ୍ଥିତି ସ୍ପଷ୍ଟ କରିବାକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ ଛୋଟ…

ଶିକ୍ଷୟିତ୍ରୀଙ୍କ ପାଇଁ ଗେଟ୍‌ରେ ପଡ଼ିଲା ତାଲା: ବାହାରେ ରହିଗଲେ…

ସାକ୍ଷୀଗୋପାଳ,୧୩।୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଜେନାଙ୍କ ବଦଳି ବାତିଲ ଦାବିକରି ବିଦ୍ୟାଳୟର…

ନାମାଙ୍କନ ଭରିଲେ ନୀତୀନ ନବୀନ: ମଙ୍ଗଳବାର ଘୋଷଣା ହେବ ଭାଜପାର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ

ନୂଆଦିଲ୍ଲୀ,୧୯।୧: ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ନୀତୀନ ନବୀନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ…

ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ବଡ଼ ଝଟକା: ବିସିବିକୁ ଅଲ୍ଟିମେଟମ ଦେଲା ICC, ଜାନୁଆରୀ ୨୧ ସୁଦ୍ଧା…

ନୂଆଦିଲ୍ଲୀ,୧୯।୧: ଗତ ସପ୍ତାହରେ ICC ଅଧିକାରୀମାନେ BCB ସହିତ ୨୦୨୬ ଟି-୨୦ ବିଶ୍ୱକପ ପାଇଁ ସ୍ଥାନ ପରିବର୍ତ୍ତନ ବିଷୟରେ ଆଲୋଚନା କରିବା ପାଇଁ ବାଂଲାଦେଶ ଗସ୍ତ କରିଥିଲେ।…

ଆଖିବୁଜିଲେ ନରୋତ୍ତମ ମଟାରୀ:  ଶ୍ରଦ୍ଧାଞ୍ଜଳି ଜଣାଇଲେ ନରସିଂହ ମିଶ୍ର

ବଲାଙ୍ଗୀର,୧୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତେଲିଗୋଠପଡା ନିବାସୀ ଧର୍ମପରାୟଣ ନରୋତ୍ତମ ମଟାରୀ(୯୨)ଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ…

ଆଉ ଫେରିବି କି ନାହିଁ ଜାଣିନାହିଁ: ହଠାତ୍‌ ବ୍ରେକ୍‌ ନେଲେ ନେହା

ଗାୟିକା ନେହା କକ୍କର ନିଜ ସଙ୍ଗୀତ କ୍ୟାରିୟରରୁ ବ୍ରେକ୍‌ ନେଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏନେଇ ସୂଚନା ଦେଇଛନ୍ତି। ନେହା ତାଙ୍କ ପୋଷ୍ଟରେ ଲେଖିଛନ୍ତି, ଦାୟିତ୍ୱ, ସମ୍ପର୍କ, କାମ…

UKGରେ ପଢୁଥିବା ପୁଅର ରେଜଲ୍ଟ ଦେଖି ବାପାଙ୍କୁ ହାର୍ଟଆଟାକ୍, ସ୍କୁଲରେ ଟଳି….

ନୂଆଦିଲ୍ଲୀ,୧୯।୧:  ୟୁକେଜିରେ ପଢୁଥିବା ପୁଅର ମାର୍କସିଟ୍ ଦେଖି ବାପାକୁ ହାର୍ଟଆଟାକ୍ ଆସିଛି । କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସମ୍ପୁର୍ଣ୍ଣ ସତ୍ୟ । ଆସାମରୁ ସାମ୍ନାକୁ ଆସିଛି…

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା…