ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଅଭିଯୋଗକୁ…

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ ଏକ…

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ…

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ…

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ । ଆଜି…

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର…

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ…

ରାଶିଫଳ: ଶୁକ୍ରବାର, ମେ ୩ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ପାରିବାରିକ ଜୀବନକୁ ସୁନ୍ଦର ସାବଲୀଳ କରିବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଉଦ୍ୟମ ନିଷ୍ଫଳ ହେବନାହିଁ। ଶୁକ୍ରଙ୍କ…

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ…

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ…