ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ ହାଇକୋର୍ଟ…

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ…

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା ନେଇ…

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି ଭିନ୍ନ…

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ ଚାଲିଥିବା…

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା ସାମ୍ନାକୁ…

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର…

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ ଶହୀଦ…

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର ବହୁ…