ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ ସ୍ରଷ୍ଟାଙ୍କୁ…

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ…

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ ଧରି…

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) - ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ…

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା…

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ…

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର…

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର ଗାଁରେ…

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ…