ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ।…

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି ବଢ଼ି…

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା ଜାତିସଂଘ…

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର କରିଛନ୍ତି।…

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି ଗାଡ଼ି…

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ…

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ କମିଶନଙ୍କ…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ…

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ କରି…

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର ସାମାନ୍ୟ…