ପ୍ରତୀକ୍ଷାର ଅବସାନ: ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ଭୁବନେଶ୍ୱର,୧୪।୨: ଶେଷ ହେଲା ସସ୍‌ପେନ୍ସ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ଭାଜପା।…

ଆଦର୍ଶ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି,୧୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୂତି ପ୍ରସାଦ ପଣ୍ଡା ଜଣେ ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ମଙ୍ଗଳବାର ଗିରଫ…

ପୋଲିସ ବିରୋଧରେ ଲାଗିଲା ମାଓବାଦୀ ପୋଷ୍ଟର

ରାଇଘର, ୧୪।୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ଥାନା ଅଧୀନ କୁକୁରକୁଆଁ ଗ୍ରାମ ନିକଟରେ ଗଛକାଟି ରାସ୍ତା ଅବରୋଧ କରାଯାଇ ସେଥିରେ ମାଓବାଦୀ ପୋଷ୍ଟର ଲଗାଯାଇଛି। ତେବେ…

ବାପା ମୋ ପାଇଁ ହିରୋ: ଭାରତୀୟ ଦଳରେ ସ୍ଥାନ ପାଇବା ପରେ ଧ୍ରୁବ୍‌ ଜୁରେଲଙ୍କ ପ୍ରଥମ ପ୍ରତିକ୍ରିୟା

ରାଜକୋଟ,୧୪।୨: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। ପ୍ରଥମଥର ପାଇଁ ଏହି ଖବର ପାଇବା ପରେ ସେ କିପରି…

Valentine Day: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଲେଖୁଛି ଲଭ୍‌ ଲେଟର୍‌

ଓ୍ବାଶିଂଟନ୍‌,୧୪।୨: ଏଆଇ ଅର୍ଥାତ୍‌ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ…

୬ ବର୍ଷ ହେଲା ପ୍ରାଣୀଧନଙ୍କ ଚିକିତ୍ସା ବ୍ୟବସ୍ଥା ଠପ୍‌

ବଇଣ୍ଡା,୧୪।୨ (ପରିକ୍ଷିତ ସାହୁ): ଗାଈ, ଛେଳି ଓ କୁକୁଡ଼ା ପାଳନ ପାଇଁ ସରକାର ଚାଷୀ, ମହିଳା ଓ ସ୍ବୟଂସହାୟକ ଗୋଷ୍ଠୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଏଥିପାଇଁ ବ୍ୟାଙ୍କ ଜରିଆରେ…

ଡେବ୍ୟୁ ମ୍ୟାଚ୍‌ରେ ଧମାଲ କଲେ ୬ ଫୁଟ୍‌ ୪ ଇଞ୍ଚ୍‌ର ଏହି ବୋଲର

ହାମିଲଟନ,୧୪।୨: ନ୍ୟୁଜିଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ହାମିଲଟନରେ ଖେଳାଯାଉଛି। ଏହି ମ୍ୟାଚର ଦ୍ୱିତୀୟ ଦିନରେ ନ୍ୟୁଜିଲାଣ୍ଡ…

ମୁଖାଗ୍ନି ପୂର୍ବରୁ ଜୁଇରୁ ଉଠିଥିଲେ ସ୍ତ୍ରୀ ମିଳିଲା ଚିକିତ୍ସା ସୁବିଧା

ବ୍ରହ୍ମପୁର,୧୪।୨(ସ୍ମୃତି ରଞ୍ଜନ ମହାଲିକ/ତନୁଶ୍ରୀ ନାହାକ): ବ୍ରହ୍ମପୁର ମହାନଗର ୨୮ ନଂ ୱାର୍ଡ ଗୁଡସରୋଡ ତ୍ରିନାଥ ମନ୍ଦିର ସାହିର ଶିବରାମ ପାଳଙ୍କ ସ୍ତ୍ରୀ ବୁଚି ଆମ୍ମା ମୁଖାଗ୍ନି ପୂର୍ବରୁ…

ସରକାରୀ କାର୍ଯ୍ୟାଳୟ ଦୁର୍ନୀତି ବଢ଼ିଚାଲିଛି

ପଟ୍ଟାମୁଣ୍ଡାଇ,୧୪।୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ଏ ନେଇ ଗଣମାଧ୍ୟମରେ…

ଗୋବରୀ ନଦୀ ପୋତି ହୋଇ ଜଙ୍ଗଲରେ ପରିଣତ

କେନ୍ଦ୍ରାପଡ଼ା, ୧୪।୨ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି।…