ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌  ଆସିବ।…

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌…

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା ତାଙ୍କୁ…

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ…

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ ଜନସଭାକୁ…

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ ଚମତ୍କାର…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ ପ୍ରଧାନମନ୍ତ୍ରୀ…

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ…

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର…

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ…