ଲୋକପ୍ରିୟତାରେ ପୁଣି ୧ନଂ ହେଲେ ନବୀନ

ଭୁବନେଶ୍ୱର,୧୧।୨: ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ…

ଧାନତଳି କିଆରିରେ ରାଷ୍ଟ୍ରପତିଙ୍କ ଚିତ୍ର

ଭବାନୀପାଟଣା,୧୧।୨(ଉତ୍ତମ କୁମାର ଦାଶ)ଧାନତଳି କିଆରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଚିତ୍ର କରି ଚର୍ଚ୍ଚାରେ ଏବେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର ଯୁବ ଚାଷୀ ପ୍ରାଣରଞ୍ଜନ ବେହେରା। ଭାରତୀୟ…

ଚିନାବାଦାମ ଚାଷ ଦେଇଛି ରୋଜଗାର

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରଗୁଲ ମାଲପଡା ଗ୍ରାମପଞ୍ଚାୟତ ପୁଟିଗାଁ ଶୈବ ପୀଠ ନିକଟରେ ବୋହିଯାଉଥିବା ତେଲ ନଦୀ କୂଳର ୨ ଏକର ଆଟ…

ମଣ୍ଡିକୁ ଯାଉନି, ଛତିଶଗଡ଼ ଚାଲାଣ

ରାଉରକେଲା,୧୧।୨(ବିପ୍ଳବ ରଞ୍ଜନ ଦାଶ)ମଣ୍ଡି ଖୋଲିଛି। କିନ୍ତୁ ମଣ୍ଡିକୁ ଧାନ ଆସୁନି। ଏହି ଧାନ ଏବେ ଛତିଶଗଡ଼ ଚାଲାଣ କରାଯାଉଛି। ଫଳରେ ସରକାରଙ୍କ ଧାନ ସଂଗ୍ରହ ଟାର୍ଗେଟ୍‌ ପୂରଣ…

ଅନୁଦାନ ଫେରୁଛି, ହୋଇପାରୁନି ଏସ୍‌ଟିପି ପ୍ଲାଣ୍ଟ

ରାଉରକେଲା,୧୧।୨(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହରର କୋଏଲନଗର ଓ ବନ୍ଧମୁଣ୍ଡା ହେଉଛି ଜନସଂଖ୍ୟା ବହୁଳ ଅଞ୍ଚଳ। ଏହି ଅଞ୍ଚଳରୁ ପ୍ରତ୍ୟେକ ଦିନ ହଜାର ହଜାର ଲିଟର ଅପଶିଷ୍ଟ ବର୍ଜ୍ୟଜଳ…

ଗାଁରୁ ୪ କି.ମି. ଅଙ୍ଗନଓ୍ବାଡି, ୩ କି.ମି. ଦୂର ସ୍କୁଲ

ତେନ୍ତୁଳିଖୁଣ୍ଟି, ୧୧।୨(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଞ୍ଚାୟତର ବାମନବସା ଗାଁ। ଏହା ଉପରେ ସରକାରଙ୍କ ଦୃଷ୍ଟି ପଡ଼ୁନାହିଁ। ଏମାନଙ୍କ ପାଖରେ ଶୁଦ୍ଧ ପାନୀୟ ଜଳ,…

ହୃଦୟର ଆକାର କାହିଁକି ଏମିତିଆ? କେବେଠୁ କରାଯାଉଛି ବ୍ୟବହାର…

କିଛି ଗବେଷଣା ଦାବି କରେ ଯେ, ପୂର୍ବେ ଯେବେ ଯୁବତୀ ଯୁବକ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖୁଥିଲେ ଗର୍ଭଧାରଣ ଅଟକାଇବା ଲାଗି ଯୁବକମାନେ ଯୁବତୀଙ୍କୁ ସିଲିଫିୟମ…

‘ଆଇ ପ୍ରମିଜ୍‌ ଟୁ ବି ଓ୍ବିଥ୍‌ ୟୁ’…

ଭୁବନେଶ୍ୱର, ୧୧। ୨(ବନ୍ଦନା ସେଠୀ)‘ଆଇ ପ୍ରମିଜ୍‌ ଟୁ ବି ଓ୍ବିଥ୍‌ ୟୁ ଫର୍‌ ଲାଇଫ୍‌ଟାଇମ୍‌, ମାଇଁ ଲଭ୍‌’...। ପ୍ରେମ ସପ୍ତାହର ପଞ୍ଚମ ଦିନ ଅର୍ଥାତ୍‌ ରବିବାର ଏଭଳି…

କୁଟୀରଶିଳ୍ପରେ ପରିଣତ ହେଲାଣି ବେଆଇନ ଇଟାଭାଟି

ଢେଙ୍କାନାଳ,୧୧ା୨(ରତନ ନାୟାର)ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର କଣ୍ଟାବଣିଆ ଥାନା ଓ ମୋଟଙ୍ଗା ଥାନା ମଧ୍ୟରେ ଥିବା ବ୍ରାହ୍ମଣୀ ନଦୀକୂଳ ଅଞ୍ଚଳରେ ଚାଲିଛି ବେଆଇନ ନାଲି ଇଟାଭାଟି ବେପାର।…

ଓଡ଼ିଆରେ କେନ୍ଦୁଝର, ଇଂଲିଶରେ କେଉଁଝର

କେନ୍ଦୁଝର,୧୧ା୨(ଦୀପକ ମିଶ୍ର)ରାଜ୍ୟ ସରକାର ଏବେ ଓଡ଼ିଆ ଭାଷାକୁ ଗୁରୁତ୍ୱ ଦେଇ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କରିଛନ୍ତି। ମାତ୍ର ଏବେ ବି ଏଭଳି ଅନେକ ଓଡ଼ିଆ…