ଚେନ୍ନାଇ: ତାମିଲରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସାଉଥ ସିନେମାର ଫିଲ୍ମ ‘କାଦାଇସି ଭିଭାସାୟୀ’ରେ ଚମତ୍କାର ଭୂମିକା ଗ୍ରହଣ କରିଥିବା ଅଭିନେତ୍ରୀ କାସିଆମ୍ମଲ (୭୪)ଏହି ଦୁନିଆରେ…
ନୂଆଦିଲ୍ଲୀ,୮।୨: ହାରିଯାଇଥିବା ଖେଳକୁ ଓଲଟାଇ ଦେଇ ଅଷ୍ଟ୍ରେଲିଆ ଅଣ୍ଡର -୧୯ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ଜିତିଲା। ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଅଷ୍ଟ୍ରେଲିଆ ୧ ୱିକେଟରେ ଜିତିଥିଲା।…
ମୁମ୍ବାଇ,୮।୨: ମୁମ୍ବାଇର ଦହିସର ଅଞ୍ଚଳରେ ଘଟିଥିବା ଗୁଳି ବିନିମୟରେ ଶିବସେନା (ୟୁବିଟି) ନେତା ଅଭିଷେକ ଘୋଷାଲକରଙ୍କୁ ଗୁଳି କରାଯାଇଥିଲା। ତତକ୍ଷଣାତ୍ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୁମ୍ବାଇ…
ରାଞ୍ଚି/ନୂଆଦିଲ୍ଲୀ,୮।୨: ମନିଲଣ୍ଡରିଂ ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଝାଡ଼ଖଣ୍ଡର କଂଗ୍ରେସ ଏମ୍ପି ଧୀରଜ ପ୍ରସାଦ ସାହୁଙ୍କୁ ସମନ ଜାରି କରିଛି। ଉକ୍ତ ମାମଲାରେ…
ବ୍ରଜରାଜନଗର,୮ା୨(ବିଜୟ ବରାଡ଼)- ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ତୃତୀୟ ଦିବସରେ ଗୁରୁବାର ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଝାରସୁଗୁଡ଼ାରେ ରୋଡ୍ ଶୋ କରିଥିଲେ। ସକାଳ…
ଡେରାଡୁନ,୮।୨: ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ହାଲଦୱାନୀର ବନଭୁଲପୁରାରେ ବେଆଇନ ନିର୍ମାଣ ହଟାଇବା ସମୟରେ ଏହି ଅଞ୍ଚଳରେ ଅଶାନ୍ତି ବ୍ୟାପିବା ସମୟରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ…
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଚାଲିଥିବା ପ୍ରଦର୍ଶନୀର ଅନ୍ତିମ ଦିବସ ଭୁବନେଶ୍ୱର ରେଲୱେ ଷ୍ଟେସନରେ ବରିଷ୍ଠ ନାଗରିକ…
ପୂର୍ବ କାଳରେ ପୋତି ହୋଇଥିବା ଧନ ’ବିଷୟରେ ଆମେ ଶୁଣିଛେ। ପ୍ରାଚୀନ କାଳରେ ଲୋକଙ୍କ ପାଖରେ ବହୁତ ଟଙ୍କା ଥିଲା। ଲୋକଙ୍କ ଶରୀରର ଅଳଙ୍କାରରେ ଭର୍ତ୍ତି ହେଇଯାଉଥିଲା।…
ନୂଆଦିଲ୍ଲୀ,୮।୨: କମନ୍ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ପିଜି ପାଇଁ ପଞ୍ଜୀକରଣ କରିବାର ଶେଷ ତାରିଖ ଫେବୃଆରୀ ୧୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କିମ୍ବା ଅନ୍ୟାନ୍ୟ ଅଂଶଗ୍ରହଣକାରୀ…
ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ କେହି ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। କିନ୍ତୁ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବାବର ଆଜାମଙ୍କୁ ବିରାଟ କୋହଲିଙ୍କ…