ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ଝୁରି…

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌ (ଭିଭିପିଏଟି)…

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ଜଣେ…

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ…

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ ଚାଉଳିଆଗଞ୍ଜ…

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ…

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ ଘଟିଲା,…

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’ ହେବାକୁ…