ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ

କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ…

୪,୬୫୦ କୋଟି ଜବତ କଲାଣି ଇସି

ନୂଆଦିଲ୍ଲୀ,୧୬ା୪: ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ବର୍ତ୍ତମାନ ସୁଦ୍ଧା ଆଇନ ପ୍ରବର୍ତ୍ତନକାରୀ କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳରୁ ୪,୬୫୦ କୋଟି…

ଜବତ ଜାହାଜର ୧୭ କର୍ମଚାରୀଙ୍କୁ ଭେଟିପାରିବେ ଭାରତୀୟ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧୬ା୪(ପି.ଟି.): ଇରାନ ସେନା କବ୍‌ଜା କରିଥିବା ଇସ୍ରାଏଲୀ ମାଲ୍‌ବାହୀ ଜାହାଜର ୧୭ କର୍ମଚାରୀଙ୍କୁ ଭାରତୀୟ କର୍ତ୍ତୃପକ୍ଷ ଭେଟିପାରିବେ। ଏଥିପାଇଁ ଇରାନ ଅନୁମତି ଦେବ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ…

ଇରାନ୍‌ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା

ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍‌ ମିଶାଇଲ୍‌କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ କହିଛି।…

ଭୋଟରଙ୍କୁ ମନ୍ଦିରରେ ଶପଥ କରାଉଛନ୍ତି ବିଜେଡି ନେତା

ଭୁବନେଶ୍ୱର, ୧୫।୪(ସୁନିତ୍‌ ମିଶ୍ର):ବିଜେଡି ଦୀର୍ଘଦିନ ଶାସନରେ ରହିବା ପରେ ମଧ୍ୟ ଭ୍ରଷ୍ଟାଚାର, ବ୍ୟଭିଚାର, ଲୋକଙ୍କ ବିଶ୍ୱାସ, ହୀନ ରାଜନୀତି କରିବାରେ ସୀମା ଉଲ୍ଲଂଘନ କରିଆସିଛି। ଏନେଇ ଭାଜପା…

ଭାଜପାର ସଂକଳ୍ପ ପତ୍ରରୁ ଓଡ଼ିଶାକୁ କ’ଣ ମିଳିବ ଲାଭ: ମନମୋହନ ଦେଲେ ଜବାବ

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):୨୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି। ଏହାପରେ…

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ ଡ.ଲେଖାଶ୍ରୀ…

ପାଣିକୁଣ୍ଡରେ ପଡ଼ି ଆଖିବୁଜିଲେ ୧୩ ମାସର ଶିଶୁ

ଉଦଳା,୧୬ା୪(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ଥାନା ବହୁବନ୍ଧ କଲୋନୀସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘର ପାଖରେ ଥିବା ଏକ ପାଣିକୁଣ୍ଡରେ ପଡ଼ି ଜଣେ…

ଇଓଡବ୍ଲ୍ୟୁ ପଞ୍ଝାରେ ପୂର୍ବତନ କନ୍‌ଷ୍ଟେବଳଙ୍କ ସମେତ ଦୁଇ ଠକ

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ):କ୍ରିପ୍ଟୋ କରେନ୍ସିରେ ନିବେଶ ଆଳରେ ୧୫ କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ୨ ଠକଙ୍କୁ ଗିରଫ କରିଛି।…

ଓଡ଼ିଶାରେ ଏଥର ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୧୫।୪(ଅସମାପିକା ସାହୁ):ଚଳିତବର୍ଷ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ହେବ। ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାକୁ ଥିବାବେଳେ ଓଡ଼ିଶାରେ କିନ୍ତୁ କମ୍‌ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ମୌସୁମୀ…