ଡିଏମ୍‌ଏଫ୍‌ ପାଣ୍ଠିରୁ ହରିଲୁଟ ଅଭିଯୋଗ

କାଳିଆପାଣି,୫ା୨(ଅସିତ ମହାନ୍ତ): ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣି ମାଲିକମାନେ ସରକାରଙ୍କୁ ଦେଉଥିବା ରାଜସ୍ବର ୩୦ ପ୍ରତିଶତ…

କମ୍‌ ଟଙ୍କାରେ ଗମନାଗମନ ସୁନିଶ୍ଚିତ କରିଛି ଲକ୍ଷ୍ମୀ ବସ୍‌

ନବରଙ୍ଗପୁର,୫।୨(ସଦାଶିବ ପ୍ରହରଜ): ୨୦୨୩ ମାର୍ଗଶିର ମାସ ଗୁରୁବାର ପ୍ରଥମ କରି ନବରଙ୍ଗପୁର ଜିଲାରେ ଗଡିଥିଲା ଲକ୍ଷ୍ମୀ ବସ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ନବରଙ୍ଗପୁର ଜିଲାବାସୀଙ୍କ…

ରୋଗୀଙ୍କୁ ଘରୋଇ ନର୍ସିଂହୋମ୍‌ ପଠାଉଛନ୍ତି ଡାକ୍ତର

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ରୋଗୀ ସେବାରେ ବିଭ୍ରାଟ ପରିଲକ୍ଷିତ ହୋଇଛି। ଏସ୍‌ସିବି କାଜୁଆଲ୍‌ଟିରେ ରୋଗୀଙ୍କୁ ଚିକିତ୍ସା କରିବା ପରିବର୍ତ୍ତେ ଘରୋଇ ନର୍ସିଂହୋମ ନେଇ ଅସ୍ତ୍ରୋପଚାର କରାଇବାକୁ…

ଫିରିଙ୍ଗିଆ ଥାନାଧିକାରୀଙ୍କ ନାଁରେ ବଳାତ୍କାର ମାମଲା

ଭୁବନେଶ୍ୱର,୫ା୨(ସତ୍ୟଜିତ୍‌ ରାଉତ): ଗଞ୍ଜାମ ଜିଲା ପାଟପୁର ଥାନାର ପୂର୍ବତନ ଥାନାଧିକାରୀ ରମେଶ ପ୍ରଧାନଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଜଣେ ମହିଳା ଏସ୍‌ଆଇଙ୍କୁ ଯୌନ ନିର୍ଯାତନା ଦେଇଥିବା…

ଉତ୍କଳରେ ଓ୍ବାର୍ଲଡ କ୍ୟାନ୍‌ସର ଡେ

ଭୁବନେଶ୍ୱର,୫।୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଅଗ୍ରଣୀ ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ ‘ଉତ୍କଳ ହସ୍ପିଟାଲ’ରେ ଓ୍ବାର୍ଲଡ କ୍ୟାନ୍‌ସର ଡେ’ ପାଳିତ…

ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟ ପାର୍ଶ୍ୱରେ ଫାଟ

ପୁରୀ, ୫ା୨(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଉତ୍ତରଦ୍ୱାର ତଥା ହସ୍ତୀଦ୍ୱାର ଗୁମୁଟରେ ଫାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଉତ୍ତରଦ୍ୱାର ଗୁମୁଟ ତଳପାର୍ଶ୍ୱ ନିକଟରେ ଥିବା ପଦ୍ମପାଖୁଡାରେ ଅନେକ ଫାଟ…

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର): କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଦଳ ପକ୍ଷରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରଗମନ ଅଭିଯାନ ଆରମ୍ଭ କରାଯାଇଛି।…

ଏଜିଇଏଲ୍‌ର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୫।୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦାନୀ ଗ୍ରୁପର ଅଗ୍ରଣୀ କମ୍ପାନୀ ଆଦାନି ଗ୍ରିନ୍‌ ଏନର୍ଜି ଲିମିଟେଡ୍‌ (ଏଜିଇଏଲ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ…

୫ ତାରିଖ ଯାଏ ସେବା ଦେବନି ଆୟକର ପୋର୍ଟାଲ

ଭୁବନେଶ୍ୱର,୫।୨(ଅନୁରାଧା ମହାରଣା): ଆୟକର ବିଭାଗର ଇ-ଫାଇଲ ପୋର୍ଟାଲରେ ୩ ଦିନ ପର୍ଯ୍ୟନ୍ତ ସେବା ଯୋଗାଇ ଦିଆଯିବ ନାହିଁ। ରକ୍ଷଣାବେକ୍ଷଣ ଯୋଗୁ ପୋର୍ଟାଲ ଫେବୃଆରୀ ୩ ବନ୍ଦ ରହିଥିବାବେଳେ…

୬ରୁ ଦୁଇଦିନିଆ ନ୍ୟାଶନାଲ୍‌ ଗ୍ରୀନ୍‌ ମେଟାଲ୍‌ କନ୍‌ଫରେନ

ଭୁବନେଶ୍ୱର,୫।୨(ଅଭୟ ଦାଶ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶା ଏବଂ ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ(ବିପିଏନ୍‌ଏସ୍‌ଆଇ)ର ମିଳିତ ସହଯୋଗରେ ଏକ ୨ଦିନିଆ ଜାତୀୟ ସମ୍ମିଳନୀ ‘ନ୍ୟାଶନାଲ୍‌…