ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି ।…

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି।…

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ…

ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ବଣ୍ଡାଇ ବିଚ୍‌ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ…

ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ

ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ, ଏକ…

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ…

ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ…

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ…

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ…

ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…

ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ ସାତ…